Home Middle

୭ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ,୭ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୪,୨୪୮ ନୂଆ ସଂକ୍ରମିତ…

6 years ago

ହୋମ କ୍ୱାରାଣ୍ଟାଇନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ବାଲେଶ୍ୱର ଅଫିସ, ୬ା୭- କେନ୍ଦ୍ର ଏମଏସଏମ୍‌ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଚଳିତମାସ ୨ ଓ ୩ ତାରିଖରେ ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକଙ୍କ ସହ ସରକାରୀ…

6 years ago

ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍‌ ଷ୍ଟ୍ରୋକ୍‌ରେ…

6 years ago

କୋଭିଡ ଯୁଦ୍ଧ ଜିତିବାକୁ ୩ ମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୬।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଦିନକୁ ଦିନ ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରି ଚାଲିଛି। ତେବେ ଏହି…

6 years ago

ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୭୩ ଜଣ ଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ…

6 years ago

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌…

6 years ago

ଭାରତକୁ ସତର୍କ ସୂଚନା: ଅବୈଧ ମାଂସ ବଜାର ଯୋଗୁ ନୂଆ ମହାମାରୀ ଆଶଙ୍କା

ନୂଆଦିଲ୍ଲୀ,୬।୭: ପ୍ରାଣୀଙ୍କ ସୁରକ୍ଷା ପାଇଁ ପୃଥିବୀରେ ଅଭିଯାନ ଜାରି ରଖିଥିବା ପେଟା(ପିପୁଲ୍ସ୍‌ ଅପ୍‌ ଦି ଇଥିକାଲ ଟ୍ରିଟ୍‌ମେଣ୍ଟ୍‌ ଅଫ୍‌ ଆନିମଲ୍ସ) ପକ୍ଷରୁ ଭାରତ ଲାଗି ସତର୍କ ସୂଚନା…

6 years ago

ମୋଦିଙ୍କ ଗସ୍ତରେ ଛାନିଆ ଡ୍ରାଗନ: ୨ କିମି ପଛକୁ ହଟିଲେ ସୈନ୍ୟ

ଲଦାଖ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲଦାଖର ଲେହ ଗସ୍ତର ଦୁଇ ଦିନ ପରେ ଚାଇନା ସୈନ୍ୟ ଗଲଓ୍ବାନ ଘାଟିରେ ଶିବିର ପକାଇଥିବା ଅଞ୍ଚଳରୁ ୨ କିମି ପଛକୁ…

6 years ago

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି।…

6 years ago

କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ…

6 years ago