Home Middle

ଦେଶରେ ପ୍ରସ୍ତୁତ ହେଲାଣି ୩୨ ଲକ୍ଷ ମାସ୍କ୍‌: କାମରେ ଲାଗିଛନ୍ତି ୬୫ ହଜାରରୁ ଅଧିକ ଲୋକ

ନୂଆଦିଲ୍ଲୀ,୫ ।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । କରୋନାରୁ ଦୂରେଇ ରହିବା ଲାଗି ମାସ୍କ୍ ପିନ୍ଧିବା ଜରୁରୀ ବୋଲି ସରକାରଙ୍କ…

6 years ago

୨୪ ଘଣ୍ଟା ମଧ୍ୟରେ ସେନାର ଦ୍ୱିତୀୟ ପ୍ରହାର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୪: ଜମ୍ମୁ-କଶ୍ମୀରରେ ୨୪ ଘଣ୍ଟା ମଧ୍ୟରେ ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ଉପରେ ଦ୍ୱିତୀୟ ପ୍ରହାର କରାଯାଇଛି । ଏଥିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି…

6 years ago

ଆସିଲା ଭଲ ଖବର: ଆଣ୍ଟି-ପାରାସାଇଟ୍ ଔଷଧ ଦ୍ୱାରା ୪୮ ଘଣ୍ଟାରେ ନଷ୍ଟ ହେଲା କରୋନା ଭୂତାଣୁ !

ନୂଆଦିଲ୍ଲୀ/ମେଲବୋର୍ନ,୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି । ତେବେ କରୋନା ଭୂତାଣୁକୁ ମାତ୍ର ୪୮ ଘଣ୍ଟାରେ ନଷ୍ଟ କରାଯାଇଥିବା ଖବର ମିଳିଛି ।…

6 years ago

କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍‌: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ ଉପଯୁକ୍ତ…

6 years ago

ଲକ୍‌ଡାଉନ୍‌: ୯୦ ଦେଶର ୪୫୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ; ଆଇନ ନ ମାନିଲେ ଜରିମାନା-ଜେଲ୍‌ଦଣ୍ଡ-ଗୁଳି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/ୱାଶିଂଟନ,୫।୪: ପୃଥିବୀର ୨୦୫ଟି ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥ୍‌ିତି ଅସମ୍ଭାଳ ହେବାରେ ଲାଗିଛି । ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ୍ ଦେଶର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍…

6 years ago

ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ: କଳାହାଣ୍ଡିରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କଳାହାଣ୍ଡି ଜିଲ୍ଲାର ୨୯ବର୍ଷୀୟ ଯୁବକ କରୋନା ଭୁତାଣୁରେ ସଂକ୍ରମିତ ହୋଇଛନ୍ତି। ସେ ବହାରିନରୁ ଫେରିଥିବା…

6 years ago

ସୂର୍ଯ୍ୟନଗର ଓ ବମିଖାଲ କରୋନା ରୋଗୀଙ୍କର ରହିଛି ରାଜ୍ୟ ବାହାର ଲିଙ୍କ

ଭୁବନେଶ୍ୱର, ୪।୪(ବ୍ୟୁରୋ): ସୂର୍ଯନଗର ଓ ବମିଖାଲ କରୋନା ରୋଗୀଙ୍କ ଟ୍ରାଭେଲ ହିଷ୍ଟ୍ରି ଲିଙ୍କ ବାହାରିଛି। ଉଭୟ ମାମଲାରେ ଆକ୍ରାନ୍ତଙ୍କ ରାଜ୍ୟ ବାହାର ଲିଙ୍କ ବାହାରିଛି। ସୂର୍ଯ୍ୟନଗରରେ ରହୁଥିବା…

6 years ago

ଅପରାହ୍ନ ୩ଟା ସୁଦ୍ଧା ବିଶ୍ଵରେ ୧୧,୨୧,୯୭୩ ଆକ୍ରାନ୍ତ, ଭାରତରେ ୨,୯୦୨, ଓଡ଼ିଶାରେ ୨୦ ପଜିଟିଭ

ଭୁବନେଶ୍ବର, ୪।୪(ବ୍ୟୁରୋ) : କରୋନା ମହାମାରୀ କବଳରେ ୨୦୫ ଦେଶ ଏବଂ ୨ ଜାହାଜ। ଶୁକ୍ରବାର ସମଗ୍ର ବିଶ୍ଵରେ ୧୦ ଲକ୍ଷ ୧୯ ହଜାର ୩୪୦ଜଣ ଲୋକ…

6 years ago

ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେଥିମଧ୍ୟରୁ ଭୁବନେଶ୍ୱରରେ ସର୍ବାଧିକ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ଭୁବନେଶ୍ୱରରେ କରୋନା ପଜିଟିଭ କେସ ସଂଖ୍ୟା…

6 years ago

୫୦୦ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ ପ୍ରଶିକ୍ଷଣ 

ଭୁବନେଶ୍ୱର, ୪।୪(ବ୍ୟୁରୋ): ସମ୍ପ୍ରତି କୋଭିଡ୍‌-୧୯ ସଂକ୍ରମଣ ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରକୁ ଯେକୌଣସି ଆପଦକାଳୀନ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରଖିବା ପାଇଁ ୫୦୦…

6 years ago