ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮, କଟକରୁ…
କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର…
ଭୁବନେଶ୍ୱର,୧୬।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୦ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଲୋକାଲ କଣ୍ଟାକ୍ଟ କେସ…
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ରବିବାର ଭଦ୍ରକର ଜଣେ ୭୫ ବର୍ଷୀୟ ବୃଦ୍ଧା, ଭୁବନେଶ୍ୱରର ୩୨ ବର୍ଷର ଜଣେ ମହିଳା, ୫୫ ବର୍ଷୀୟ…
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ…
ନୂଆଦିଲ୍ଲୀ, ୧୬।୮: ଦେଶର ସମସ୍ତ ଲୋକଙ୍କୁ ଏବେ ଡିଜିଟାଲ ସ୍ମାର୍ଟ ହେଲଥ୍ କାର୍ଡ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଘୋଷଣା କରିଥିଲେ।…
ନୂଆଦିଲ୍ଲୀ, ୧୬।୮: ଭାଜପାର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ…
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬,…
ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍ଷ୍ଟାଗ୍ରାମରେ ଏକ…
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି…