ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍…
ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କଙ୍ଗନ…
ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ…
ଭୁବନେଶ୍ୱର,୩।୬(ବ୍ୟୁରୋ): ଗୁଜରାଟ, ମହାରାଷ୍ଟ୍ର, ଚେନ୍ନାଇ ଏବଂ ଦିଲ୍ଲୀର ଅବସ୍ଥା ୨ ମାସ ତଳେ ଯେଭଳି ବିପଦପୂର୍ଣ୍ଣ ଥିଲା ଏବେ ଓଡ଼ିଶା ସେହି ସ୍ଥିତି ଦେଇ ଗତି କରୁଛି।…
ନୂଆଦିଲ୍ଲୀ,୨।୬- ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିପାରିଛନ୍ତି। ଆଇଏଏନ୍ଏସ୍ -ସି ଭୋଟର ଷ୍ଟେଟ ଅଫ୍…
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ…
ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର…
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ…
ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ…
ନୂଆଦିଲ୍ଲୀ,୨।୬: ଜୁନ୍ ପହିଲାରୁ ‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ କାର୍ଡ’ ଯୋଜନାରେ ଓଡ଼ିଶା ସମେତ ସିକିମ ଏବଂ ମିଜୋରାମ ଭଳି ଆଉ ୩ ରାଜ୍ୟ ସାମିଲ ହୋଇଛନ୍ତି।…