Home Middle

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ…

6 years ago

ମିଶନ ଆଦିତ୍ୟ: ଦେଢ଼ ନିୟୁତ କିମି ଅତିକ୍ରମ କରିବ ଆଦିତ୍ୟ ଏଲ୍‌-୧

ନୂଆଦିଲ୍ଲୀ,୮।୩: ଭାରତ ସରକାର ସୂର୍ଯ୍ୟ ସମ୍ପର୍କରେ ଅଧିକ ତଥ୍ୟ ହାସଲ ପାଇଁ ମିଶନ ଆଦିତ୍ୟ ଆରମ୍ଭ କରିଛନ୍ତି। ଏନେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକ ସଭାରେ…

6 years ago

ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ…

6 years ago

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ : ଅଷ୍ଟ୍ରେଲିଆକୁ ରେକର୍ଡ ପଞ୍ଚମ ଟାଇଟଲ

ମେଲବୋର୍ନ, ୮।୩(ପି.ଟି.)- ଆୟୋଜକ ଅଷ୍ଟ୍ରେଲିଆ ରେକର୍ଡ ପଞ୍ଚମଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍‌ ଟାଇଟଲ ହାସଲ କରିଛି। ରବିବାର ଅନୁଷ୍ଠିତ ଫାଇନାଲ…

6 years ago

ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ…

6 years ago

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ…

6 years ago

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ…

6 years ago

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: କେରଳରେ ୫ ନୂଆ ରୋଗୀ

ନୂଆଦିଲ୍ଲୀ,୮।୩: ଭାରତରେ ବଢିବାରେ ଲାଗିଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା। ରବିବାର କେରଳରେ ୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ…

6 years ago

୯୪ ଦେଶକୁ ବ୍ୟାପିଲାଣି କରୋନା

ପ୍ୟାରିସ୍‌,୮।୩(ଏଏଫ୍‌ପି): ମାରାତ୍ମକ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ବର୍ତ୍ତମାନ ସୁଦ୍ଧା ଏହା ୯୪ ଦେଶକୁ ବ୍ୟାପିଲାଣି। ଏଥିରେ ସଂକ୍ରମିତଙ୍କ ସଂଖ୍ୟା ୧,୦୧,୯୮୮ରେ ପହଞ୍ଚତ୍ଥିବାବେଳେ ୩୪୯୧…

6 years ago

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ…

6 years ago