Home Middle

ଭାରତରେ ଜୁନ୍‌-ଜୁଲାଇରେ ବଢ଼ିବ କରୋନା ସଂକ୍ରମିତଙ୍କ ସଂଖ୍ୟା: ଏମ୍ସ୍‌

ନୂଆଦିଲ୍ଲୀ,୭।୫: ଭାରତରେ ପ୍ରତିଦିନ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଜୁନ୍‌ ଏବଂ ଜୁଲାଇ ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ…

6 years ago

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: କରୋନା ପରୀକ୍ଷା ପରେ ହିଁ ପ୍ରବାସୀଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ମିଳୁ

କଟକ ଅଫିସ,୭।୫- ଓଡ଼ିଶାକୁ ଫେରିବା ପାଇଁ ପଞ୍ଜିକରଣ କରିଥିବା ପ୍ରବାସୀମାନଙ୍କୁ କରୋନା ପରୀକ୍ଷା(ଆର୍‌ଟି-ପିସିଆର୍‌) ପରେ ହିଁ ଫେରିବା ପାଇଁ ଅନୁମତି ଦିଆଯାଉ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି…

6 years ago

ଲକ୍‌ଡାଉନ୍‌ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଯଦି ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ…

6 years ago

CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

6 years ago

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌…

6 years ago

କରୋନା ମହାମାରୀରେ ବି ଭାରତରେ ଶିଶୁ ଜନ୍ମ ହାର ରହିବ ସର୍ବାଧିକ: ଜନ୍ମନେବେ ୨ କୋଟିରୁ ଅଧିକ ଶିଶୁ

ଜେନେଭା/ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। କରୋନା ମହାମାରୀ ସମୟରେ ମଧ୍ୟ…

6 years ago

କେମିକାଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌: ୮ ମୃତ, ୫ହଜାର ଅସୁସ୍ଥ

ବିଶାଖାପଟନମ,୭।୫: ଆନ୍ଧ୍ର ପ୍ରଦେଶର ଭାଇଜାକରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ଗ୍ୟାସ୍‌ ଲିକ୍‌ ହେବା ପରେ ସକାଳ ୧୦ଟା ସୁଦ୍ଧା ୮ ଜଣଙ୍କ ମୃତ୍ୟୁ…

6 years ago

CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦…

6 years ago

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ୫ ପଜିଟିଭ୍‌, ଆକ୍ରାନ୍ତ ସଂଖ୍ୟା ୧୮୫ରେ ପହଞ୍ଚିଲା

ଭୁବନେଶ୍ୱର,୬।୫(ବ୍ୟୁରୋ)- ରାଜ୍ୟରେ ଆଉ ୫ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି। ସେଥିରୁ ୪…

6 years ago