ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍ସି) ପକ୍ଷରୁ…
ନୂଆଦିଲ୍ଲୀ, ୧୬।୭: ଗୁରୁବାର ଭୋର୍ ୪ଟା ୪୭ ମିନିଟ୍ ରୁ ସକାଳ ୭ଟା ୫୭ ମଧ୍ୟରେ ହିମାଚଳପ୍ରଦେଶ, ଗୁଜରାଟ ଏବଂ ଆସାମରେ ଭୂକମ୍ପ ଅନୁଭୁତ ହୋଇଛି। ହିମାଚଳପ୍ରଦେଶରେ…
ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ ଭାରତର…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ- ୟୁରୋପ ସଂଘ(ଇୟୁ) ସମିଟ୍କୁ ଭିଡିଓ କନ୍ଫରେନ୍ସରେ ଉଦ୍ବୋଧନ ଦେଇ ଅର୍ଥନୀତି ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାମାରୀ କରୋନା…
ଅନୁଗୋଳ ଅଫିସ, ୧୬ା୭: କରୋନା ସଂକ୍ରମଣ ରୋକିହେଉନି କି ଲକ୍ଡାଉନ୍, ଶଟ୍ଡାଉନରେ ବ୍ରେକ୍ ଲାଗୁନି। ଫଳରେ ଟ୍ରାକ୍କୁ ଫେରିପାରୁନି ସାଧାରଣ ଜୀବନଯାତ୍ରା। ମହାମାରୀ ଚେନ୍ ଭାଙ୍ଗିବାକୁ ପ୍ରତିଟି କ୍ଷେତ୍ରରେ…
ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ…
ଭୁବନେଶ୍ୱର,୧୫।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସ୍ସିବି ମେଡିକାଲ କଲେଜରେ କୋଭିଡ୍ ପ୍ଲାଜ୍ମା ବ୍ୟାଙ୍କ ଉଦ୍ଘାଟନ…
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ ୧୦,୪୭୬ଜଣ…
କଟକ ଅଫିସ,୧୫ା୭: ବୁଧବାର କଟକ ସହରରେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି ପାଇଥିବା ସିଏମ୍ସି…