Home Middle

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍‌ ଥିବା…

6 years ago

ଭାରତକୁ ଘେରିବା ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ, ୩।୯: ଭାରତକୁ ସମୁଦ୍ର ସୀମାରେ ଘେରିବା ପାଇଁ ଚାଇନା ଷଡ଼ଯନ୍ତ୍ର କରିଛି। ଚାଇନା ପୃଥିବୀର ସମସ୍ତ ଦେଶକୁ ପଛରେ ପକାଇ ସର୍ବ ବୃହତ ନୌସେନା ପ୍ରସ୍ତୁତ…

6 years ago

ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୮୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା…

6 years ago

ମୁଣ୍ଡ ନୋଇଲେ ସରକାର: ଲିଖିତ ପ୍ରଶ୍ନ ପଚାରି ପାରିବେ ବିରୋଧୀ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ…

6 years ago

ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’

କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି…

6 years ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଟୁଇଟର ଆକାଉଣ୍ଟକୁ ହ୍ୟାକ୍‌ କରାଯାଇଥିବା ଜଣାପଡିଛି। ଆକାଉଣ୍ଟ ହ୍ୟାକ କରିବା ପରେ ହ୍ୟାକର୍ସମାନେ ବିଟକଏନ ଦାବି କରିଥିଲେ। ପିଏମ୍‌ ନ୍ୟାସନାଲ୍‌…

6 years ago

ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ…

6 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ…

6 years ago

ଐତିହ୍ୟ କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ କଳା, ସଂସ୍କୃତି ଓ ଐତିହ୍ୟର ପୁନରୁଦ୍ଧାର ନିମନ୍ତେ…

6 years ago

ଭୁବନେଶ୍ୱରରୁ ଆଜି ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରୁ ବୁଧବାର ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୪୧ ଚିହ୍ନଟଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧…

6 years ago