Home Middle

ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି, ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୫% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବା ନେଇ ଘୋଷଣା କରାଯାଇଛି।…

6 years ago

ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ…

6 years ago

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା…

6 years ago

ପ୍ରେମ ପାଇଁ ଦିନଟିଏ…

ପ୍ରେମ ଶାଶ୍ୱତ, ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ…

6 years ago

୬୦ ହଜାରରୁ ଅଧିକ କରୋନା ଭୁତାଣୁ ସଂକ୍ରମିତ: ଗୋଟିଏ ଦିନରେ ୨୪୨ ମୃତ

ବେଜିଂ, ୧୩।୨: ଚାଇନାରେ କରୋନା ମହାମାରୀ ରୂପ ନେଇଛି। ଦେଶର ୩୧ଟିରୁ ଅଧିକ ସହରରେ ସନ୍ଦିଗ୍ଧଙ୍କ ସଂଖ୍ୟା କ୍ରମାଗତ ବଢୁଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ…

6 years ago

ବିଜେଡିରୁ ବିଦା ହେଲେ ଅନୁପ ସାଏ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ…

6 years ago

ପୁଲଓ୍ବାମା ଆକ୍ରମଣ: ଶହୀଦ୍‌ଙ୍କୁ ଝୁରୁଛି ମାତୃଭୂମି

ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ ଶହୀଦ୍‌…

6 years ago

ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଗତ…

6 years ago

କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦

ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା…

6 years ago

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ ଲିଳା…

6 years ago