Home Middle

୬ ଦିନରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଟପୁଛି ଲକ୍ଷେ: ସପ୍ତାହେ ମଧ୍ୟରେ ସଂକ୍ରମଣର ତୃତୀୟ ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି…

6 years ago

ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ। କରୋନା ସଂକ୍ରମଣକୁ ରୋକିବା…

6 years ago

ଏଣିକି ହଟ୍‌ସ୍ପଟ୍‌ ଜିଲାରୁ ଭୁବନେଶ୍ୱର ଆସିଲେ ସରକାରୀ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରକୁ ଏଣିକି ହଟସ୍ପଟ ଜିଲାରୁ ଫେରିଲେ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ହୋମ କ୍ୱାରାଣ୍ଟାଇନ ନୁହେଁ ବରଂ ସରକାରୀ କ୍ୱାରାଣ୍ଟାଇନ ରହିବାକୁ ହେବ। ଏ ନେଇ ଶୁକ୍ରବାର…

6 years ago

ଭୁବନେଶ୍ୱରରେ ପୁଣି ୧୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଭୁବନେଶ୍ୱରରେ ଶୁକ୍ରବାର ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ଜଣ ହୋମ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ…

6 years ago

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧,…

6 years ago

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ…

6 years ago

CORONAVIRUS UPDATE: ରାଜ୍ୟରେ ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୬ ହଜାର ଟପିଲା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୦ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ…

6 years ago

୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା

ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍‌ଡାଉନ୍‌ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ…

6 years ago

୧୨ ଅଗଷ୍ଟ ପର୍ଯ୍ୟନ୍ତ ରେଗୁଲାର ଟ୍ରେନ ବାତିଲ

ନୂଆଦିଲ୍ଲୀ,୨୫।୬: କୋଭିଡ୍‌-୧୦ ସଂକ୍ରମଣ ଜନିତ ସମସ୍ୟା ସାଙ୍ଗକୁ କରୋନା କଟକଣା ପାଇଁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ସମସ୍ତ ରେଗୁଲାର ଟ୍ରେନ ଚଳାଚଳ ବନ୍ଦ ରହିବ। ଏହି ଟ୍ରେନଗୁଡିକର…

6 years ago

ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍‌

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦ ତାରିଖ…

6 years ago