ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା…
ନୂଆଦିଲ୍ଲୀ,୨୬ା୧(ପି.ଟି.): ୭୧ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି। ଦେଶର ସମ୍ବିଧାନ ଏହାର ନାଗରିକମାନଙ୍କୁ ନ୍ୟାୟ, ସ୍ବାଧୀନତା,…
ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ପାଇବା ଲାଗି ଚଳିତବର୍ଷ ସର୍ବାଧିକ ୧୦ଜଣ ଓଡ଼ିଆ ମନୋନୀତ ହୋଇଛନ୍ତି। ବିଶିଷ୍ଟ ସାହିତି୍ୟକ ମନୋଜ…
ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଗାନ୍ଧିନଗର,୨୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଆସନ୍ତା ଫେବୃୟାରୀରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଗୁଜରାଟ ଅହମ୍ମଦାବାଦ୍ରେ ଫେବୃୟାରୀ ୨୫ରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ…
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ପୋଲିସ ମେଡାଲ ଘୋଷଣା କରାଯାଇଛି। ତିନୋଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ଜଣ ପାଇବେ ମେଡାଲ। ସାହସିକତା ପାଇଁ ୧୬…
ନୂଆଦିଲ୍ଲୀ,୨୫।୧: ନିର୍ଭୟା ମାମଲାରେ ଦୋଷୀ ଫାଶୀରୁ ବଞ୍ଚିବା ପାଇଁ ନୂଆ ନୂଆ ଯୋଜନା କରୁଥିବା କୁହାଯାଉଛି। ଇତିମଧ୍ୟରେ ଦୋଷୀ ବିନୟ ଶର୍ମାଙ୍କ ଆଇନଜୀବୀ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ…
ନୂଆଦିଲ୍ଲୀ, ୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ଗଳିକନ୍ଦିରେ ସୁରକ୍ଷାକର୍ମୀଙ୍କୁ ସଜାଗ ରଖାଯାଇଛି। ସୁରକ୍ଷା କାର୍ଯ୍ୟରେ ୨୨ ହଜାର ପୋଲିସଙ୍କୁ…
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ ପୋଲିସ…
ଶ୍ରୀନଗର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ତ୍ରାଲ୍ଠାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଆତଙ୍କବାଦୀ…