Home Middle

ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା

ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ…

6 years ago

କରୋନା ନେଲାଣି ୨୬ ମୁଣ୍ଡ

ବେଜିଂ,୨୫ା୧(ପି.ଟି.): ଚାଇନାରେ କରୋନା ଭୂତାଣୁ ନେଲାଣି ୨୬ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୮୩୦ରୁ ଊର୍ଦ୍ଧ୍ୱ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ…

6 years ago

ରାଜନୀତିକୁ ଅପରାଧମୁକ୍ତ କରାଯାଉ

ନୂଆଦିଲ୍ଲୀ,୨୫ା୧,(ପି.ଟି./ଆଇଏଏନ୍‌ଏସ୍‌) : ଆପରାଧିକ ପୃଷ୍ଠଭୂମିର ବ୍ୟକ୍ତିମାନଙ୍କୁ ରାଜନୀତିରୁ ବାହାର କରାଯିବ। ସେମାନଙ୍କ ଉପସ୍ଥିତି ରାଜନୈତିକ ବାତାବରଣକୁ କଳୁଷିତ କରିବାରେ ଲାଗିଛି। ଏଥିପାଇଁ ରାଜନୀତିର ଅପରାଧୀକରଣକୁ ନେଇ ଶୁକ୍ରବାର…

6 years ago

ଅତ୍ୟଧିକ ଟିକସ ସାମାଜିକ ଅନ୍ୟାୟ: ସିଜେଆଇ

ନୂଆଦିଲ୍ଲୀ, ୨୫ା୧ (ଆଇଏଏନ୍‌ଏସ୍‌) : ଟିକସ ଠକେଇ ହେଉଛି ଭାରତୀୟ ନାଗରିକମାନଙ୍କ ପ୍ରତି ସାମାଜିକ ଅନ୍ୟାୟ। ସେହିପରି ସରକାରଙ୍କ ପକ୍ଷରୁ ଲୋକଙ୍କ ଉପରେ ସ୍ବେଚ୍ଛାଚାର ଭାବେ କିମ୍ବା…

6 years ago

୬ ଦିନ ମଧ୍ୟରେ ଦ୍ୱିତୀୟଥର କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ହେଲା ସଫଳ ପରୀକ୍ଷଣ

ବିଶାଖାପାଟନମ,୨୪।୧: ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଯେ ମାତ୍ର ୬ ଦିନ ମଧ୍ୟରେ ଦ୍ୱିତୀୟଥର ଭାରତ କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ୩୫୦୦…

6 years ago

ଡରାଇଲାଣି କୋରୋନା ଭାଇରସ: ସନ୍ଦେହରେ ମୁମ୍ବାଇର ୨ ବ୍ୟକ୍ତି

ମୁମ୍ବାଇ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ଖେଳାଇଛି। ଏବେ ଚାଇନାରୁ ଆସିଥିବା ୨ ବ୍ୟକ୍ତି କୋରୋନା ଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହ କରି ସେମାନଙ୍କୁ ମୁମ୍ବାଇର…

6 years ago

ହାଇକୋର୍ଟ ପକ୍ଷରୁ ଜେଏନ୍‌ୟୁ ଛାତ୍ରଙ୍କୁ ମିଳିଲା ଆଶ୍ୱସନା

ନୂଆଦିଲ୍ଲୀ,୨୪।୧: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଛାତ୍ରଙ୍କୁ ମିଳିଛି ଆଶ୍ୱସନା। ଶୁକ୍ରବାର ଏହି ଆବେଦନର ଶୁଣାଣି କରି ଦିଲ୍ଲୀ…

6 years ago

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ…

6 years ago

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ…

6 years ago

ଏଏପିର ୫ ବିଦ୍ରୋହୀ ପ୍ରାର୍ଥୀ କେଜ୍‌ରିଓ୍ବାଲଙ୍କ ମୁଖ୍ୟ ସମସ୍ୟା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ଦଳ ମଧ୍ୟରେ ପ୍ରଚାର ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ ହୋଇଛି। ଆମ୍‌ ଆଦ୍‌ମୀ ପାର୍ଟି ଚଳିତ ଥର ୧୫ ଜଣ ବିଧାୟକଙ୍କୁ…

6 years ago