Home Middle

ଆମେରିକା ଏୟାର ବେସ୍‌ ଉପରେ ଆକ୍ରମଣ କଲା ଇରାନ

ଓ୍ବାଶିଂଟନ, ୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନ ଇରାକରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇରାକର…

6 years ago

୨୦ ଜଣଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୮ା୧(ପି.ଟି./ ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଘଟିଥିବା ହିଂସାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ମଙ୍ଗଳବାର ପୋଲିସ ୨୦ ଜଣଙ୍କ ବିରୋଧରେ ମାମଲା…

6 years ago

ଆଜି ବନ୍ଦ ଡାକରା

ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ ୨୪…

6 years ago

ନିର୍ଭୟା ମାମଲା: ୨୨ ଜାନୁୟାରୀରେ ଦୋଷୀଙ୍କୁ ଦିଆଯିବ ଫାଶୀ

ନୂଆଦିଲ୍ଲୀ,୭।୧: ନିର୍ଭୟା ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ୍‌ ଉପରେ ପଟିଆଲା ହାଉସ୍‌ କୋର୍ଟରେ ମଙ୍ଗଳବାର ଶୁଣାଣି ହୋଇଛି। କୋର୍ଟ ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ…

6 years ago

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ…

6 years ago

ଜେଏନ୍‌ୟୁ ହିଂସା ପାଇଁ ନିଜକୁ ଦାୟୀ କଲା ହିନ୍ଦୁ ରକ୍ଷା ଦଳ: ପୋଲିସ ପକ୍ଷରୁ ତଦନ୍ତ ଜାରି

ନୂଆଦିଲ୍ଲୀ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଥିବାବେଳେ ହିନ୍ଦୁ ରକ୍ଷା ଦଳ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହୋଇଛି। ଜେଏନ୍‌ୟୁ ହିଂସା…

6 years ago

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚେତାବନୀ: ଟ୍ରାଫିକ୍‌ ଆଇନ ବିରୋଧରେ ଗଲେ ଜାରି ହେବ ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ, ୭।୧: ନୂଆ ଟ୍ରାଫିକ୍‌ ନିୟମ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯେଉଁ ରାଜ୍ୟ ଟ୍ରାଫିକ୍‌ ଆଇନ ବିରୋଧ ଯିବେ ସେଠାରେ ରାଷ୍ଟ୍ରପତି…

6 years ago

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ସହିତ…

6 years ago

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ଲାଗି ଆଇଏସ୍‌ଆଇର ଘୃଣ୍ୟ ଷଡ଼ଯନ୍ତ୍ର

ଶ୍ରୀନଗର,୭।୧: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଘୃଣ୍ୟ ଷଡ଼ଯନ୍ତ୍ର ରଚାଯାଇଛି। ଜମ୍ମୁ-କଶ୍ମୀରରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ପାଇଁ ଆଇଏସ୍‌ଆଇ ପକ୍ଷରୁ ବ୍ଲୁପ୍ରିଣ୍ଟ୍‌…

6 years ago

ଜେଏନ୍‌ୟୁ ଆକ୍ରମଣ: ଦେଶବ୍ୟାପୀ ନିନ୍ଦା

ନୂଆଦିଲ୍ଲୀ,୭ା୧(ପି.ଟି./ଆଇଏଏନ୍‌ଏସ୍‌): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦେଶବ୍ୟାପୀ ନିନ୍ଦା କରାଯାଇଛି। ଦିଲ୍ଲୀ ସମେତ…

6 years ago