Home Middle

ମମତାଙ୍କୁ କଡ଼ା ସମାଲୋଚନା କଲେ ମୋଦି: କୋଲକାତାରୁ ଜାତିସଙ୍ଘରେ ପହଞ୍ଚିଲେ ଦିଦି

ନୂଆଦିଲ୍ଲୀ,୨୨।୧୨: ସିଏଏକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ କରାଯିବା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ ଧନ୍ୟବାଦ ରାଲିରେ ଯୋଗଦେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

6 years ago

ନିର୍ଭୟା ମାମଲାର ବିଚାର: ତଳ କୋର୍ଟରେ ୨୫୨ ଦିନ; ହାଇକୋର୍ଟରେ ୧୫୮ ଏବଂ ସୁପ୍ରିମ୍‌କୋର୍ଟରେ ହଜାରେ ୮ ଦିନ

ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀରେ ୭ ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ଘଟିଥିବା ନିର୍ଭୟା ମାମଲାର ବିଚାର ପାଇଁ ୨ ହଜାର ୫ଶହ ୬୬ ଦିନ ଲାଗିଛି। ଘଟଣା…

6 years ago

ବିବିଧତାରେ ଏକତା ଭାରତର ବିଶେଷତା: ମୋଦି

ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦିଲ୍ଲୀର ୧୭୩୪ ଅବୈଧ ବସତିକୁ ବୈଧ କରିଥିବାରୁ ଦିଲ୍ଲୀ ଭାଜପା ପକ୍ଷରୁ ରାମଲୀଳା ମଇଦାନରେ ରବିବାର ଏକ ଧନ୍ୟବାଦ ରାଲିର…

6 years ago

ବାରବାଟୀ ଫିଭର୍‌: ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ

କଟକ ଅଫିସ୍‌,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ…

6 years ago

ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼ ଦ୍ୱାରା…

6 years ago

ପୁଞ୍ଚ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ରବିବାର ପୁଞ୍ଚ୍‌ ଜିଲାର ମେଣ୍ଡାର ଏବଂ କ୍ରିଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ…

6 years ago

ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼,…

6 years ago

ହିଂସ୍ର ହେଉଛି ସିଏଏ ବିରୋଧୀ ଆନ୍ଦୋଳନ: ୟୁପିରେ ଗଲାଣି ୧୭ ଜୀବନ

ଲକ୍ଷ୍ନୌ,୨୨ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ହିଂସ୍ର ହେବାରେ ଲାଗିଛି। ଉତ୍ତରପ୍ରଦେଶରେ ବିକ୍ଷୋଭ ହିଂସାରେ ୩ ଦିନରେ ୧୭ ଜଣଙ୍କ ଜୀବନ ଗଲାଣି। ଶନିବାର…

6 years ago

ନିଲମ ଉପତ୍ୟକାରେ ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନ: ଆତଙ୍କବାଦୀ ଶିବିର ଧ୍ୱଂସ

ନୂଆଦିଲ୍ଲୀ,୨୨ା୧୨: ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ନିଲମ ଉପତ୍ୟକାରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ସେନା କାର୍ଯ୍ୟାନୁଷ୍ଠାନରେ ଉକ୍ତ ଅଞ୍ଚଳରେ ଥିବା କେତେକ ଆତଙ୍କବାଦୀ…

6 years ago

ବାରବାଟୀରେ ସିରିଜ ନିର୍ଣ୍ଣାୟକ ମୁକାବିଲା

କଟକ,୨୧।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟର ମକ୍କାଭାବେ ପରିଚିତ ବାରବାଟୀ ଷ୍ଟାଡିୟମ ଏବେ ଚଳଚଞ୍ଚଳ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜର ତୃତୀୟ ତଥା…

6 years ago