Home Middle

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା…

6 years ago

ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ…

6 years ago

ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ଗୃହରେ ଉପସ୍ଥିତ ଥିବା ୩୭୫ ସଦସ୍ୟଙ୍କ ମଧ୍ୟରୁ ଆଗତ ସପକ୍ଷରେ…

6 years ago

ନିର୍ଭୟା କାଣ୍ଡ: ଡିସେମ୍ବର ୧୬ରେ ଦୋଷୀଙ୍କୁ ହୋଇପାରେ ଫାଶୀ

ନୂଆଦିଲ୍ଲୀ,୯।୧୨: ନିର୍ଭୟା କାଣ୍ଡକୁ ଇତିମଧ୍ୟରେ ୭ ବର୍ଷ ବିତି ଯାଇଛି। ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କୁ ଡିସେମ୍ବର ୧୬ରେ ଫାଶୀ…

6 years ago

ଶରଣାର୍ଥୀଙ୍କୁ ଭାରତର ନାଗରିକତା ଦିଆଯାଉ କିନ୍ତୁ ୨୫ ବର୍ଷ ପର୍ଯ୍ୟନ୍ତ ଭୋଟଦାନ ଅଧିକାର ନ ମିଳୁ: ଶିବସେନା

ମୁମ୍ବାଇ,୯।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଶିବସେନା ପୁଣି ଥରେ ମନ୍ତବ୍ୟ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପ୍ରସ୍ତାବକୁ ଶିବସେନା ସମର୍ଥନ କରି କହିଛି…

6 years ago

କର୍ନାଟକ ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ଟି ବିଧାନସଭା ଆସନ ପାଇଁ ହୋଇଥିବାଉପନିର୍ବାଚନର ମତଗଣନା ସୋମବାର ସକାଳ ୮ଟାଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଅପରାହ୍ନ ୪ ସୁଦ୍ଧା…

6 years ago

ମୃତ୍ୟୁ ନିଆଁରେ ରାଜନୀତି

ନୂଆଦିଲ୍ଲୀ,୯ା୧୨: ଦିଲ୍ଲୀର ଅନାଜ ମଣ୍ଡି ନିଆଁରେ ଜଳିଯାଇଛି ୪୩ ଜୀବନ। ଏହି ଘଟଣା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିବାବେଳେ ଏଥିରେ ବି ରାଜନୀତିର ରୁଟି ସେକିବାକୁ ପଛାଉନାହାନ୍ତି ଦଳ।…

6 years ago

‘ଆଇପିସି, ସିଆର୍‌ପିସିରେ ହେବ ପରିବର୍ତ୍ତନ’

ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍‌ପିସିରେ ସଂଶୋଧନ ଆଣିବାକୁ କେନ୍ଦ୍ରର…

6 years ago

ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ

ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି…

6 years ago

ତୃତୀୟ ମହଲାରେ ନିଦରେ ଶୋଇଥିଲେ ଲୋକେ: ନିଆଁ ତ ଲିଭିଲା; ଭାଙ୍ଗିଲାନି ମହାନିଦ୍ରା

ନୂଆଦିଲ୍ଲୀ,୮।୧୨: ଉପହାର ସିନେମା ହଲ୍‌ରେ ୨୨ ବର୍ଷ ତଳେ ଘଟିଥିବା ଅଗ୍ନିକାଣ୍ଡ ଘଟଣାକୁ ପୁଣି ଥରେ ଦିଲ୍ଲୀବାସୀଙ୍କୁ ମନେ ପକାଇ ଦେଇଛି ରବିବାରର ଘଟଣା। ରାଣୀ ଝାନ୍ସୀ…

6 years ago