କଟକ ଅଫିସ୍,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର…
ବେଙ୍ଗାଲୁରୁ,୫।୧୨: କର୍ନାଟକର ୧୫ ବିଧାନସଭା ଆସନ ପାଇଁ ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହାର ଫଳାଫଳ ୯ ତାରିଖରେ ପ୍ରକାଶ ପାଇବ। କଂଗ୍ରେସ…
ନୂଆଦିଲ୍ଲୀ,୫ା୧୨(ପି.ଟି.): ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ଅନୁସୂଚିତ ଜାତି (ଏସ୍ସି) ଓ ଅନୁସୂଚିତ ଜନଜାତି (ଏସ୍ଟି)ଙ୍କ ଲାଗି ସଂରକ୍ଷଣ ସୁବିଧା ଆଉ ୧୦ ବର୍ଷ ବଢ଼ାଇବା ପ୍ରସ୍ତାବକୁ…
ନୂଆଦିଲ୍ଲୀ,୫ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍କୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଫଳରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରିବା ଲାଗି ପଥ ପରିଷ୍କାର ହୋଇଯାଇଛି। ପାକିସ୍ତାନ,…
ଲାହୋର,୫ା୧୨(ଏ.ପି.): ବିବାହ ନାମରେ ଚାଲିଛି ସାଂଘାତିକ ମାନବ ଚାଲାଣ। ଚାଇନାରେ ବାହାହେବା ପାଇଁ ପୁଅଙ୍କୁ ଝିଅ ମିଳୁ ନ ଥିବାବେଳେ ପାକିସ୍ତାନରୁ ପ୍ରତାରଣା କରି ଅଣାଯାଉଛି ଯୁବତୀମାନଙ୍କୁ। ବର୍ଷକ…
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକା ଗଣବଳାତ୍କାର ପ୍ରସଙ୍ଗକୁ କେନ୍ଦ୍ରକରି ରାଜ୍ୟ ସରକାରଙ୍କ ଉପରେ ସଣ୍ଢୁଆଶି ଆକ୍ରମଣ ଜାରି ରଖିଛନ୍ତି ବିରୋଧୀ କଂଗ୍ରେସ ଏବଂ ଭାଜପା।…
ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଏବଂ…
ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି ଭାଜପା ମହିଳା ମୋର୍ଚ୍ଚା। ମଙ୍ଗଳବାର ଉଭୟ କଂଗ୍ରେସ ଓ ଭାଜପା ପକ୍ଷରୁ ପୁରୀ ପୀଡ଼ିତାଙ୍କୁ…
ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦ୍ମୀ ପାର୍ଟି(ଏଏପି)ର ହାତମୁଠାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟାଣ କରିବାର ପ୍ରୟାସ କରିଛନ୍ତି। ସେ ବୁଧବାର ଫ୍ରି ଓ୍ବାଇଫାଇ…
ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍ସି/ଏସ୍ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ର ମଞ୍ଜୁରୀ ମିଳିଛି।…