Home Middle

ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ: ଭାରତରେ ଅନୁପ୍ରବେଶ ପାଇଁ ୫୦ ଜୈଶ୍‌ ଆତଙ୍କବାଦୀ ବାଲାକୋଟରେ ନେଉଛନ୍ତି ପ୍ରଶିକ୍ଷଣ

ଶ୍ରୀନଗର,୧୪।୧୧: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ ହୋଇଥିବା କୁହାଯାଉଛି। ମାସୁଦ୍‌ଙ୍କ ନିର୍ଦ୍ଦେଶରେ ଜୈଶ୍‌ ଆତଙ୍କବାଦୀ ଓସାମା ୟୁସୁଫ୍‌ ଭାରତରେ ଅନୁପ୍ରବେଶ ପାଇଁ…

6 years ago

ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୪।୧୧: ରାଫାଲ୍‌ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ…

6 years ago

ବଡ଼ ଖଣ୍ଡପୀଠରେ ସାବରିମାଲା ମାମଲାର ହେବ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୧୧: ସାବରିମାଲା ମାମଲାର ବିଚାର ଏଣିକି ବଡ଼ ଖଣ୍ଡପୀଠରେ କରାଯିବ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ…

6 years ago

ନିଯୁକ୍ତି, ବିକାଶର ଇକୋସିଷ୍ଟମ ସୃଷ୍ଟି କରିଛି ଓଡିଶା

ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଟେକ୍ନୋଲୋଜି ଏବଂ ସ୍ବଚ୍ଛତା ସହ ଓଡିଶା ଏବେ ଅଗ୍ରସର ହେଉଛି। ବିକାଶ ଏବଂ ଲଗାତାର ଭାବେ ନିଯୁକ୍ତି ସୃଷ୍ଟି ଦିଗରେ ରାଜ୍ୟ ଏକ ଇକୋସିଷ୍ଟମ ସୃଷ୍ଟି…

6 years ago

୮,୧୨୬ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ…

6 years ago

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌ ଲିକ୍‌…

6 years ago

ଜାଲ ସାର୍ଟିଫିକେଟ ଦେଇ ୩ ବର୍ଷ ଧରି କରୁଥିଲେ ଚାକିରି: ନକଲି ଡାକ୍ତର ଅଟକ, ପୋଲିସର ମାରାଥନ ଜେରା

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଚାକିରି କରୁଥିବା ଡା. ପଦ୍ମନାଭ ମୁଖୀ ବାରୁଆ ଏବେ ପୋଲିସ କବ୍ଜାରେ। ତାଙ୍କ ନାମରେ ହୋଇଥିବା ଡାକ୍ତରୀ ସାର୍ଟିଫିକେଟ୍‌ ଜାଲିଆତି…

6 years ago

ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ଆର୍‌ଟିଆଇ ପରିସରଭୁକ୍ତ ହେବ

ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର (ଆର୍‌ଟିଆଇ) ପରିସର ଭୁକ୍ତ ହେବ। ଏନେଇ ବୁଧବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ତେବେ ଏଥିରେ କେତେକ ସର୍ତ୍ତ…

6 years ago

ନାରୀ ନିର୍ଯାତନା, ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଯାଏ ଗୃହକାର୍ଯ୍ୟ ମୁଲତବୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଯାଜପୁର ଜିଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ପ୍ରଶ୍ନକାଳ ବାତିଲ କରି ଏହି…

6 years ago

ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ

ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍‌କୋର୍ଟ ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ ଦେବେ। ଏହି ଦୁଇ ମାମଲାର ପୁନର୍ବିଚାର ପାଇଁ ଆବେଦନ ଦାଖଲ କରାଯାଇଥିଲା। ପ୍ରଧାନ ବିଚାରପତି ରଞ୍ଜନ…

6 years ago