Home Middle

ଇମ୍ଫାଲ୍‌ରେ ଆଇଇଡି ବିସ୍ଫୋରଣ: ଆତଙ୍କବାଦୀ ସଂଗଠନ ହାତ ଥିବା ସନ୍ଦେହ

ଇମ୍ଫାଲ୍‌,୫।୧୧: ମଣିପୁର ଇମ୍ଫାଲ୍‌ରେ ମଙ୍ଗଳବାର ସକାଳେ ଆଇଇଡି ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଜଣେ ସାଧାରଣ ଲୋକ ମଧ୍ୟ ଆହତ…

6 years ago

ଆସୁଛି ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା ପଶ୍ଚିମ-ଉତ୍ତର…

6 years ago

ନୀତୀଶ ସରକାରଙ୍କ ବଡ଼ ନିଷ୍ପତ୍ତି: ରାସ୍ତାରେ ଗଡ଼ିବନି ୧୫ ବର୍ଷ ପୁରୁଣା ସରକାରୀ ଏବଂ ବ୍ୟବସାୟିକ ଯାନ

ପାଟନା,୫।୧୧: ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ମଙ୍ଗଳବାରଠାରୁ ଆଉ ୧୫ ବର୍ଷ ପୁରୁଣା ସରକାରୀ ଏବଂ ବ୍ୟବସାୟିକ ଯାନ…

6 years ago

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ: ୩ ରାଜ୍ୟର ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୫ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣକୁ ନେଇ ସୋମବାର ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଏକାଧିକ ନିର୍ଦ୍ଦେଶ ଜାରି…

6 years ago

ଶ୍ରୀମନ୍ଦିର ସଂସ୍କାର ମାମଲା: ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତିକାଳୀନ ରାୟ ; ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତ କର

ନୂଆଦିଲ୍ଲୀ,୫ା୧୧(ସ୍ବ.ପ୍ର.): ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍‌କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ମଧ୍ୟବର୍ତ୍ତିକାଳୀନ ରାୟ ସୋମବାର ପ୍ରକାଶ ପାଇଛି।…

6 years ago

ଉଗ୍ରବାଦ ଦମନରେ ମ୍ୟାନ୍‌ମାରର ସହଯୋଗ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ

ବ୍ୟାଙ୍କକ୍‌,୫ା୧୧: ଆସିଆନ ସମ୍ମିଳନୀରେ ଯୋଗଦେବା ଲାଗି ଥାଇଲାଣ୍ଡ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମ୍ୟାନ୍‌ମାର ଷ୍ଟେଟ୍‌ କାଉନସିଲର ଅଙ୍ଗ୍‌ ସାନ୍‌ ସୁ କୀ ବିଭିନ୍ନ ପ୍ରସଙ୍ଗରେ…

6 years ago

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା କହିଛନ୍ତି।…

6 years ago

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି। ଭାଜପା…

6 years ago

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍‌ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍‌ ମାଡ଼ରେ ଜଣେ ଲୋକଙ୍କ…

6 years ago

ଅଯୋଧ୍ୟାରେ ସୋସିଆଲ୍‌ ମିଡ଼ିଆ ଉପରେ କଟକଣା: ଡିସେମ୍ବର ୨୮ ପର୍ଯ୍ୟନ୍ତ ବଳବତ୍ତର

ନୂଆଦିଲ୍ଲୀ,୪।୧୧: ସୁରକ୍ଷା ଦୃଷ୍ଟିରୁ ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୨୮ ପର୍ଯ୍ୟନ୍ତ ସୋସିଆଲ୍‌ ମିଡ଼ିଆ ଉପରେ କଟକଣା ଜାରି କରାଯାଇଛି। କୌଣସି ପ୍ରକାର ବିଭ୍ରାନ୍ତିକର, ଆପତ୍ତିଜନକ ଏବଂ ଉତ୍ତେଜନା…

6 years ago