ତାସକେଣ୍ଟ୍,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍-୨୦୧୯ରେ ଏହା କହିଛନ୍ତି।…
ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି। ଭାଜପା…
ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍ ମାଡ଼ରେ ଜଣେ ଲୋକଙ୍କ…
ନୂଆଦିଲ୍ଲୀ,୪।୧୧: ସୁରକ୍ଷା ଦୃଷ୍ଟିରୁ ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୨୮ ପର୍ଯ୍ୟନ୍ତ ସୋସିଆଲ୍ ମିଡ଼ିଆ ଉପରେ କଟକଣା ଜାରି କରାଯାଇଛି। କୌଣସି ପ୍ରକାର ବିଭ୍ରାନ୍ତିକର, ଆପତ୍ତିଜନକ ଏବଂ ଉତ୍ତେଜନା…
ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରଠାରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ସ୍ଥାନୀୟ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ବଙ୍କର ନିର୍ମାଣ ଜାରି ରହିଛି। ରାଜୌରୀ ଜିଲାରେ ଭାରତ ସରକାରଙ୍କ ପକ୍ଷରୁ ୩…
ନୂଆଦିଲ୍ଲୀ/ଇସଲାମାବାଦ୍,୪।୧୧: ପାକିସ୍ତାନରେ ଥିବା କରତାର୍ପୁର ଗୁରୁଦ୍ୱାରା ନିକଟରେ ୩ ଆତଙ୍କବାଦୀ ତାଲିମ୍ ଶିବିର ରହିଛି। ପାକିସ୍ତାନର ସୀମାନ୍ତ ଜିଲା ନାରୋଓ୍ବାଲରେ କରତାର୍ପୁର ଗୁରୁଦ୍ୱାରା ରହିଛି। ତେବେ ଏହି…
ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ଏଠାରେ ଅଡ୍-ଇଭେନ ନିୟମ ଲାଗୁ ହୋଇଛି। ନିୟମ ଅନ୍ତର୍ଗତ ଖିଲାପକାରୀଙ୍କୁ…
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ୧୮ ଦିନ ବିତିଯାଇଛି। ସ୍ମିତାରାଣୀଙ୍କୁ ନ୍ୟାୟ ଦେବା ପାଇଁ ବାରମ୍ବାର ଦାବି…
ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍ ହଜାରୀ ଜେଲ୍ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ…
ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି। ଧୂଳି…