ନୂଆଦିଲ୍ଲୀ, ୧୩।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୬୦୩ରେ ପହଞ୍ଚିଥିବାବେଳେ ମୃତକଙ୍କ…
ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା…
ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…
ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ…
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପ୍ରବଳ ଗହଳି ଯୋଗୁ ଶୁକ୍ରବାର ଭୁବନେଶ୍ୱର ମାର୍କେଟ ବିଲଡିଂକୁ ସିଲ୍ କରି ଦିଆଯାଇଛି। କରୋନା କଟକଣାର ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜୋନାଲ ଡେପୁଟି…
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।…
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲ ମହିଳା କର୍ମଚାରୀ(୪୬) ଓ ଜଣେ ନୟାପଲ୍ଲୀ ଅଞ୍ଚଳର ଯୁବକ(୩୦)…
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଅନ୍ଲାଇନ୍ରେ ହେବ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ବିପିୟୁଟି)ପରୀକ୍ଷା। ବିପିୟୁଟିର ଅଷ୍ଟମ ସେମିଷ୍ଟାର ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ହେବ। ସବୁ ଜିଲାରେ ଓ ରାଜ୍ୟ…
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ। ଶୁକ୍ରବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୫ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ…
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…