ନୂଆଦିଲ୍ଲୀ,୮।୧୦: ବିଜୟାଦଶମୀ ଉପଲକ୍ଷେ ଭାରତକୁ ପ୍ରଥମ ଆର୍ବି-୦୦୧ ରାଫାଲ ବିମାନ ମିଳିଛି। ଚୁକ୍ତିନାମା ସ୍ବାକ୍ଷର ହେବାର ତିନି ବର୍ଷ ପରେ ବୁଧବାର ଭାରତକୁ ଫ୍ରାନ୍ସ ଯୁଦ୍ଧ ବିମାନ…
ଷ୍ଟକ୍ହୋମ୍,୮।୧୦: ଚଳିତ ବର୍ଷ ପାଇଁ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବାକୁ ସୁଇଡିସ୍…
ରାୟପୁର,୮।୧୦: ଛତିଶଗଡ଼ କଟେକଲ୍ୟାଣରେ ଡିଆର୍ଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ଏହି…
ପୁରୀ ଅଫିସ,୮।୧୦: ଶ୍ରୀକ୍ଷେତ୍ରରେ ଚାଲିଛି ଶାରଦୀୟ ପୂଜା। ଉତ୍ସବମୁଖର ସହର। ବିଭିନ୍ନ ଦେବୀ ପୀଠରେ ଚାଲିଛି ଷୋଡ଼ଶ ପୂଜା। ଚଳଚଞ୍ଚଳ ଦେବୀ ପୀଠ। ସକାଳଠାରୁ ଦେବୀ ପୀଠ…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ରାଜ୍ୟର ଅନେକ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ,…
ନୂଆଦିଲ୍ଲୀ,୮।୧୦: ବାୟୁସେନା ଦିବସ ଅବସରରେ ମଙ୍ଗଳବାର ସେନାମୁଖ୍ୟ ଜେନରାଲ ବିପିନ ରାଓ୍ବତ, ବାୟୁସେନା ମୁଖ୍ୟ ଆର୍କେଏସ୍ ଭଦୌରିଆ ଓ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ନ୍ୟାଶନାଲ…
ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ଉତ୍ତେଜନା ପରିସ୍ଥିତିକୁ ଲକ୍ଷ୍ୟ କରି ସେଠାରେ ବିଭିନ୍ନ ପ୍ରତିବନ୍ଧକ ଲଗାଯାଇଥିଲା। ସେଠାକୁ ପର୍ଯ୍ୟଟକମାନଙ୍କୁ ଯିବାକୁ ମଧ୍ୟ ବାରଣ…
ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ…
ନୂଆଦିଲ୍ଲୀ,୮।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ ମଙ୍ଗଳବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଧ୍ୟ ପାଳିତ ହେଉଛି। ଏହି ଅବସରରେ ବାୟୁସେନା ମୁଖ୍ୟ ଏୟାର ଚିଫ୍…
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ ଅର୍ଥାତ୍ ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ଦେଶର…