Home Middle

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌…

6 years ago

ମହାକାଶ ଇତିହାସରେ ପ୍ରଥମ ଘଟଣା: ଅକ୍ଟୋବର ୨୧ରେ ସ୍ସେସ୍‌ ଓ୍ବାକ୍‌ କରିବେ ୨ ମହିଳା

ଓ୍ବାଶିଂଟନ,୬।୧୦: ମହାକାଶ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ଅକ୍ଟୋବର ୨୧ରେ ୨ ଜଣ ମହିଳା ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ବାହାରେ ସ୍ପେସ୍‌ ଓ୍ବାକ୍‌…

6 years ago

ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି।…

6 years ago

ପିଏମ୍‌ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା

ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ ୨୧…

6 years ago

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା…

6 years ago

ଟ୍ରାଫିକ୍‌ ଅପରାଧ ଉଭୟ ଆଇପିସି, ମୋଟରଯାନ ଆଇନରେ ଦଣ୍ଡନୀୟ

ନୂଆଦିଲ୍ଲୀ,୬ା୧୦(ଆଇଏଏନ୍‌ଏସ୍‌): ବେପରଓ୍ବା ଗାଡ଼ିଚାଳନା ଯୋଗୁ ଦୁର୍ଘଟଣାରେ ଅନେକ ଜୀବନ ଯାଉଛି। ଏଥିପାଇଁ ଟ୍ରାଫିକ ନିୟମ ଭାଙ୍ଗୁଥିବା ବ୍ୟକ୍ତିଙ୍କ ବିରୋଧରେ ଉଭୟ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ଏବଂ…

6 years ago

ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ…

6 years ago

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି।…

6 years ago

ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ

ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ…

6 years ago

ଶହୀଦ୍‌ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା

ନୂଆଦିଲ୍ଲୀ,୫।୧୦: ଏଣିକି ଶହୀଦ୍‌ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ। ପୂର୍ବରୁ ଶହୀଦ୍‌ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବାବେଳେ…

6 years ago