ନୂଆଦିଲ୍ଲୀ,୩।୧୦: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଏବେ ରକ୍ତମୁଖା ହୋଇଯାଇଛି। ସେ ଦୁଇଦେଶ ମଧ୍ୟରେ ରକ୍ତପାତ ଚାହୁଁଛି। ସେଥିପାଇଁ ଆଣବିକ ଯୁଦ୍ଧର ଯୋଜନା ମଧ୍ୟ କରିଛି…
ଶ୍ରୀନଗର,୩।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ହୀରାନଗର ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ…
ନୂଆଦିଲ୍ଲୀ,୩।୧୦: ଦିଲ୍ଲୀରେ ୩-୪ ଜୈଶ୍-ଇ-ମହମ୍ମଦ୍ ଆତଙ୍କବାଦୀ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…
ନୂଆଦିଲ୍ଲୀ,୩-୧୦: ଦେଶର ବ୍ୟାଙ୍କଗୁଡିକ ପକ୍ଷରୁ ଗୁରୁବାରଠାରୁ ଦେଶର ୨୫୦ ଜିଲାରେ ଋଣ ମେଳା ଆୟୋଜନ କରାଯାଉଛି। ପାର୍ବଣ ସମୟରେ ଋଣ ଯୋଗାଣ ଲକ୍ଷ୍ୟରେ ଏଭଳି ମେଳା ଦ୍ୱାରା…
ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ ବାଧାସୃଷ୍ଟି…
ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ ଶ୍ରୀନଗରରେ…
ଭୁବନେଶ୍ୱର,୩ା୧୦(ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ: କେନ୍ଦ୍ରାପଡ଼ା ଜିଲାରୁ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବ। ଖୁବ୍ଶୀଘ୍ର ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ ରେଜିଷ୍ଟ୍ରାର ଜେନେରାଲ ଅଫ୍ ଇଣ୍ଡିଆ(ଆରଜିଆଇ)ଙ୍କୁ ଚିଠି…
ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର…
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବାକୁ ନେଇ ସର୍ବଦା ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ରହୁଛି। ଅନେକ ସମୟରେ ଡାକ୍ତରଖାନା ଓ ଥାନାର କର୍ମଚାରୀମାନେ ଜନସାଧାରଣଙ୍କୁ ହଇରାଣ…
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର…