Home Middle

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

6 years ago

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ…

6 years ago

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି।…

6 years ago

ବର୍ଷା ବିତ୍ପାତ: ମୃତ୍ୟୁସଂଖ୍ୟା ୧୪୫; ବିହାର ଉପମୁଖ୍ୟମନ୍ତ୍ରୀ ଓ ପରିବାରଙ୍କୁ ଉଦ୍ଧାର କଲା ଏନ୍‌ଡିଆର୍‌ଏଫ୍‌

ନୂଆଦିଲ୍ଲୀ, ୧ା୧୦(ପି.ଟି.): ବିହାର ଓ ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୧୪୫ରେ ପହଞ୍ଚିଛି। ଲଗାଣ ବର୍ଷା ଯୋଗୁ କେତେକ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି…

6 years ago

ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍‌ ମିଶନ୍‌’

ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍‌ ମିଶନ୍‌’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ…

6 years ago

ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ

ବରଗଡ଼ ଅଫିସ/ପଦ୍ମପୁର,୩୦।୯(ଡି.ଏନ୍‌.ଏ.): ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ପଦ୍ମପୁର ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହିତ ଭାଜପାର ବସନ୍ତ ପଣ୍ଡା, କନକବର୍ଦ୍ଧନ…

6 years ago

ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ

ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍‌.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା…

6 years ago

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ ଲକ୍ଷ୍ୟ…

6 years ago

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ…

6 years ago

ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ଭାରତୀୟ ସେନା: ପାକିସ୍ତାନକୁ ଚେତାବନୀ ଦେଲେ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସୀମାପାର ଅନୁପ୍ରବେଶ ଉଦ୍ୟମ ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ଆଉ ସହ୍ୟ କରାଯିବ ନାହିଁ। ଆବଶ୍ୟକ ପଡ଼ିଲେ ଭାରତୀୟ ସେନା ନିୟନ୍ତ୍ରଣ ରେଖା…

6 years ago