Home Middle

ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା…

6 years ago

୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ…

6 years ago

ସାଇବର ଅପରାଧୀଙ୍କ ଟାର୍ଗେଟ୍‌ ମହିଳା

ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନାଜନିତ ଲକ୍‌ଡାଉନ୍‌ ସମୟରେ ରାଜ୍ୟରେ ମହିଳା ବିରୋଧୀ ହିଂସା ବୃଦ୍ଧିପାଇଛି। କେବଳ ଘରୋଇ ହିଂସା କି ବଳାତ୍କାର, ନିର୍ଯାତନା ନୁହେଁ, ମହିଳା ବିରୋଧୀ ସାଇବର ଆପରାଧିକ…

6 years ago

ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍‌ଏ) ଅନୁଭବ କରୁଛି। କରୋନା…

6 years ago

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ ହାତୀ…

6 years ago

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ…

6 years ago

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର…

6 years ago

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ…

6 years ago

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା…

6 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨,…

6 years ago