Home Middle

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୪୦ କିଗ୍ରା ବିସ୍ଫୋରକ ଜବତ

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍‌ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ…

6 years ago

ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି।…

6 years ago

ମୋଦିଙ୍କ ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ: ଆମେରିକାରେ ନିର୍ବାଚନୀ ପ୍ରଚାର କରିଥିବା ବିରୋଧୀ କହିିଲେ

ଓ୍ବାଶିଂଟନ,୨୩।୯: ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନ୍‌ରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ନେଇ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ…

6 years ago

୨୦୨୧ରେ ହେବ ଡିଜିଟାଲ ଜନଗଣନା: ଶାହ

ନୂଆଦିଲ୍ଲୀ,୨୩।୯: ଆସନ୍ତା ୨୦୨୧ରେ ଦେଶରେ ଡିଜିଟାଲ ଜନଗଣନା କରାଯିବ। ଏଥିରେ ମୋବାଇଲ୍‌ ଆପ୍‌ ବ୍ୟବହୃତ ହେବ। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଏହା ସହିତ…

6 years ago

ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ: ସେନାଧ୍ୟକ୍ଷ ବିପିନ ରାଓ୍ବତ

ଚେନ୍ନାଇ,୨୩।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କାର୍ଯ୍ୟ ଜାରି ରଖିଛି। ବାଲାକୋଟରେ ପୁଣି ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ସଦସ୍ୟଙ୍କୁ ଆଇଏସ୍‌ଆଇ…

6 years ago

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ ହାଇକୋର୍ଟ…

6 years ago

ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ସୂଚନା: ଯାତ୍ରୀ ଆତଙ୍କିତ

ସହାରନ୍‌ପୁର,୨୩।୯: ଉତ୍ତରାଖଣ୍ଡ ହରିଦ୍ୱାରରୁ ଓଡ଼ିଶାର ପୁରୀ ଆସୁଥିବା ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସହରାନ୍‌ପୁର ଜିଲାର ଟପରି…

6 years ago

୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ: ଭୋଟିଂ ଜାରି

ନୂଆଦିଲ୍ଲୀ,୨୩।୯: ଦେଶର ୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ କରାଯାଉଛି। ଏନେଇ ସୋମବାର ସକାଳୁ ଭୋଟିଂ ଆରମ୍ଭ ହୋଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା,…

6 years ago

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି ତାଲିକାରେ…

6 years ago

ଆସନ୍ତା ମାସରେ ଭାରତ ଆସି ପାରନ୍ତି ଟ୍ରମ୍ପ୍‌: ମୋଦିଙ୍କୁ ଦେଲେ ସଙ୍କେତ

ଓ୍ବାଶିଂଟନ,୨୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଆସିପାରନ୍ତି। ଏନେଇ ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପସ୍ଥିତ ଭାରତୀୟଙ୍କ ସମ୍ମୁଖରେ ସଙ୍କେତ ଦେଇଛନ୍ତି।…

6 years ago