Home Middle

ଲାଲ୍‌ଚୌକରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨।୨: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣିଥରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ରବିବାର ଶ୍ରୀନଗର ଲାଲ୍‌ଚୌକଠାରେ ମୁତୟନ ଥିବା ସିଆର୍‌ପିଏଫ୍‌ ସି-୧୭୧ ବାଟାଲିୟନ୍‌ ଯବାନଙ୍କ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଛି।…

6 years ago

କଂଗ୍ରେସ ଜାରି କଲା ଘୋଷଣା ପତ୍ର: ବେକାର ଯୁବବର୍ଗଙ୍କୁ ମାସିକ ୫୦୦୦ରୁ ୭୫୦୦ ଟଙ୍କା ଭତ୍ତା

ନୂଆଦିଲ୍ଲୀ,୨।୨: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଏହାର ଘୋଷଣା ପତ୍ର ଜାରି କରାଯାଇଛି। ସମସ୍ତଙ୍କୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା…

6 years ago

ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ…

6 years ago

ଦାବିନ୍ଦରଙ୍କ ଆତଙ୍କବାଦୀ ଲିଙ୍କ୍‌: ଜମ୍ମୁ-କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨।୨: ଡିଏସ୍‌ପି ଦାବିନ୍ଦର ସିଂଙ୍କ ଆତଙ୍କବାଦୀ ଲିଙ୍କ୍‌ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର କେତେକ ସ୍ଥାନରେ ରବିବାର ଚଢ଼ାଉ କରାଯାଇଛି। କିଛି…

6 years ago

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…

6 years ago

ଭାରତ-ବାଂଲାଦେଶ ମିଳିତ ସମରାଭ୍ୟାସ: ସମ୍ପ୍ରିତି-୯

ଶିଲଂ,୨।୨: ଭାରତ-ବାଂଲାଦେଶ ମଧ୍ୟରେ ମିଳିତ ସମରାଭ୍ୟାସ ସମ୍ପ୍ରିତି-୯ ସୋମବାରଠାରୁ ଆରମ୍ଭ ହେବ। ମେଘାଳୟର ଶିଲଂସ୍ଥିତ ଉମରୋଇ କ୍ୟାଣ୍ଟନମେଣ୍ଟ୍‌ରେ ଏହି ମିଳିତ ସମରାଭ୍ୟାସ ଅନୁଷ୍ଠିତ ହେବ। ଆତଙ୍କବାଦୀଙ୍କ ବିରୋଧ…

6 years ago

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ ଥର…

6 years ago

କରୋନା ମୃତ୍ୟୁ ସଂଖ୍ୟା ୩୦୦ ଟପିଲା: ୨୪ ଘଣ୍ଟାରେ ୪୫ ଜଣ ମୃତ

ନୂଆଦିଲ୍ଲୀ,୨।୨: ଚାଇନାର ବୁହାନରେ କରୋନା ମହାମାରୀ ରୂପ ନେଇଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୦୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ…

6 years ago

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪…

6 years ago

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ…

6 years ago