Home Middle

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି।…

6 years ago

୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା

ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା…

6 years ago

ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ…

6 years ago

ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମର ସଫଳତା

ନୂଆଦିଲ୍ଲୀ,୩।୯: ଚନ୍ଦ୍ରଯାନ-୨ର ଅର୍ବିଟରରୁ ଲ୍ୟାଣ୍ଡର ବିକ୍ରମ ସୋମବାର ଅଲଗା ହୋଇଥିଲା ବୋଲି ସୂଚନା ଦେଇଥିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଏହାପରେ ମଙ୍ଗଳବାର ଲ୍ୟାଣ୍ଡର ବିକ୍ରମ ଆଉ…

6 years ago

ପଠାନକୋଟ ଏୟାରବେସ୍‌ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର

ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ…

6 years ago

ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍‌’

ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି…

6 years ago

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ…

6 years ago

ଯୁଦ୍ଧ ନୁହେଁ ଆଲୋଚନାକୁ ଦିଆଯିବ ଗୁରୁତ୍ୱ

ଲାହୋର, ୩ା୯(ପି.ଟି.): କୌଣସି ସମସ୍ୟାର ସମାଧାନ ଯୁଦ୍ଧ ଦ୍ୱାରା ହୋଇ ନ ଥିଏ। ଭାରତକୁ ମୁଁ ଏହା କହିବାକୁ ଚାହୁଁଛି। ଯୁଦ୍ଧରେ ବିଜୟ ଲାଭ କରିଥିବା ଦେଶ…

6 years ago

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ।…

6 years ago

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ।…

6 years ago