Home Middle

ଫନୀ ସହାୟତା: ଓଡ଼ିଶାକୁ ମିଳିଲା ୩୩୩୮ କୋଟି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶାକୁ ‘ଫନୀ’ ସହାୟତା ଦେଲେ କେନ୍ଦ୍ର ସରକାର। ଓଡ଼ିଶାକୁ ମିଳିଲା ୩୩୩୮.୨୨ କୋଟି ସହାୟତା। ଫନୀ ପରବର୍ତ୍ତୀ ଥଇଥାନ ପାଇଁ ମଙ୍ଗଳବାର ଏହି ସହାୟତା ରାଶି…

6 years ago

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ…

6 years ago

ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ

ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ…

6 years ago

ବାଡ଼ ଖାଉଛି କ୍ଷେତ: ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍‌ଆଇଏ ଅଧିକାରୀଙ୍କ ବିରୋଧରେ କୋଟି କୋଟି ଟଙ୍କାର ଲାଞ୍ଚ ଅଭିଯୋଗ

ନୂଆଦିଲ୍ଲୀ,୨୦।୮: ଦେଶର ଆଇନ ବ୍ୟବସ୍ଥା ନେଇ ସାଧାରଣରେ ପ୍ରଶ୍ନ ଉଠିବାରେ ଲାଗିଛି। ବାଡ଼ କ୍ଷେତକୁ ଜଗିବା ବଦଳରେ ଖାଇ ଚାଲିିଛି। ଏବେ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି…

6 years ago

ସୋସିଆଲ୍‌ ମିଡ଼ିଆରେ ଆଧାର ସଂଯୋଗ ମାମଲା: କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୦।୮: ସୋସିଆଲ୍‌ ମିଡ଼ିଆ ଆକାଉଣ୍ଟ୍‌ ସହିତ ଆଧାର କାର୍ଡ ସଂଯୋଗ ମାମଲାରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ ନୋଟିସ୍‌…

6 years ago

ଅଯୋଧ୍ୟା ମାମଲା: ବିବାଦୀୟ ସ୍ଥଳରେ ପୂର୍ବରୁ ଥିଲା ରାମମନ୍ଦିର

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ପୁଣି ଆରମ୍ଭ ହୋଇଛି। ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ସି.ଏସ୍‌. ବୈଦନାଥନ୍‌ କହିଥିଲେ ଯେ, ବିବାଦୀୟ ସ୍ଥଳରେ ପୂର୍ବରୁ ରାମମନ୍ଦିର…

6 years ago

ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଡ୍ରୋନ୍‌: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୨୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆର.ଏସ୍‌.ପୁରା ସେକ୍ଟରରେ କିଛି ସମୟ ପାଇଁ ଭାରତୀୟ ସୀମା ଭିତରକୁ ପ୍ରବେଶ…

6 years ago

ଚନ୍ଦ୍ରର କକ୍ଷପଥରେ ସଫଳତାର ସହ ପ୍ରବେଶ କଲା ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୦।୮: ଚନ୍ଦ୍ରୟାନ-୨ ମଙ୍ଗଳବାର ଭାରତୀୟ ସମୟ ପୂର୍ବାହ୍ନ ୯ଟା ୨ରେ ଚନ୍ଦ୍ରର କକ୍ଷପଥରେ ସଫଳତାର ସହିତ ପ୍ରବେଶ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ…

6 years ago

ନକଲି ପାସପୋର୍ଟରେ ପ୍ରବେଶ କରିଛନ୍ତି ଜଣେ ଆଇଏସ୍‌ଆଇ ଏଜେଣ୍ଟଙ୍କ ସହିତ ୪ ଆତଙ୍କବାଦୀ: ଦେଶବ୍ୟାପି ହାଇ ଆର୍ଲଟ

ନୂଆଦିଲ୍ଲୀ,୨୦।୮: ଦେଶରେ ଆଇଏସ୍‌ଆଇ ଏଜେଣ୍ଟ ସହିତ ୪ ଆତଙ୍କବାଦୀ ନକଲି ପାସପୋର୍ଟରେ ପ୍ରବେଶ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ…

6 years ago

ବୀର ଭୂମିରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୭୫ ତମ ଜନ୍ମ ବାର୍ଷିକୀ ଅବସରରେ ମଙ୍ଗଳବାର ବୀରଭୂମିଠାରେ କଂଗ୍ରେସର ମଧ୍ୟକାଳୀନ ଅଧ୍ୟକ୍ଷ ତଥା ରାଜୀବଙ୍କ ସ୍ତ୍ରୀ ସୋନିଆ…

6 years ago