Home Middle

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା…

6 years ago

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ ଭାରତ-ଭୁଟାନ…

6 years ago

କଶ୍ମୀରକୁ ୟୁଏନ୍‌ଏସ୍‌ସିକୁ ଟାଣିଲା ପାକିସ୍ତାନ: ଜାତିସଂଘରେ ରୁଦ୍ଧଦ୍ୱାର ବୈଠକ

ଜାତିସଂଘ,୧୭ା୮,(ପି.ଟି./ଆଇଏଏନ୍‌ଏସ୍‌): କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତିକୁ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଜାତିସଂଘରେ ଚ୍ୟାଲେଞ୍ଜ କରିଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା ଓ…

6 years ago

ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍‌ ଆଲୋଚନା

ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା…

6 years ago

ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ…

6 years ago

ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ…

6 years ago

ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ-…

6 years ago

ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳଙ୍କ ଇସ୍ତଫା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ…

6 years ago

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌

ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ  ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।…

6 years ago

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି…

6 years ago