Home Middle

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର…

6 years ago

ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ…

6 years ago

ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ…

6 years ago

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯିବ।…

6 years ago

ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରୁଛି ପାକିସ୍ତାନ

ଶ୍ରୀନଗର,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରାଉଛି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ଏଡିଜି ମୁନିର…

6 years ago

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୭ନଂ ଗେଟ୍‌: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍‌ରେ ବନ୍ୟାଜଳ…

6 years ago

ମନ୍ଦିର ବାବରଙ୍କ ନିର୍ଦ୍ଦେଶରେ ହୋଇଥିଲା ଭଙ୍ଗା: ପ୍ରମାଣ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୮: ରାମଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ଶୁଣାଣି ସୁପ୍ରିମ୍‌କୋର୍ଟରେ ପ୍ରତିଦିନ ଜାରି ରହିଛି। ଏନେଇ ବୁଧବାର ରାମଲଲାଙ୍କ ଆଇଜନୀବୀ ସି.ଏସ୍‌. ବୈଦନାଥନ୍‌ ଐତିହାସିକ ଯୋଶେଫ୍‌ ଟାଇଫେନ୍ଥଲରଙ୍କ ଦ୍ୱାରା ପ୍ରଦତ୍ତ…

6 years ago

ଜମ୍ମୁରୁ ହଟିଲା ୧୪୪ ଧାରା: କଶ୍ମୀରରେ ରହିବ ଜାରି; ସୂଚନା ଦେଲେ ଏଡିଜି

ଶ୍ରୀନଗର,୧୪।୮: ଜମ୍ମୁରୁ ୧୪୪ ଧାରା ସହିତ ଅନ୍ୟ ପ୍ରତିବନ୍ଧକ ହଟାଇ ନିଆଯାଇଛି। ତେବେ କଶ୍ମୀରରେ ଏହା ପୂର୍ବବତ୍‌ ଜାରି ରହିବ। ସ୍ଥିିତିରେ ସୁଧାର ହେଲେ କିଛି ଦିନ…

6 years ago

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ…

6 years ago

ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରଖୁଥିବା ଲୋକେ ଅନୁଚ୍ଛେଦ ୩୭୦ ଉଚ୍ଛେଦର କରୁଛନ୍ତି ବିରୋଧ: ମୋଦି

ନୂଆଦିଲ୍ଲୀ,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦେଶର ହିତ ପାଇଁ କରାଯାଇଛି। ତେବେ କିଛି ଲୋକ ଏହାକୁ ବିରୋଧ କରୁଛନ୍ତି। ଏଭଳି ଲୋକଙ୍କର ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରହିଛି…

6 years ago