Home Middle

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ…

6 years ago

ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା…

6 years ago

ଇଦ୍‌-ଉଲ୍‌-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍‌-ଉଲ୍‌-ଜୁହା ବା ବକ୍ରି ଇଦ୍‌ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ…

6 years ago

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର।…

6 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଥିଲା ଭୟ: ଅମିତ ଶାହ

ଚେନ୍ନାଇ,୧୧।୮: ରାଜ୍ୟ ସଭାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଭୟ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ତାମିଲନାଡୁର ଚେନ୍ନାଇରେ…

6 years ago

କଶ୍ମୀରରେ ଡୋଭାଲଙ୍କ ମିଶନ ‘ହୃଦୟ ବିଜୟ’

ଶ୍ରୀନଗର,୧୧।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏବେ ଜମ୍ମୁ-କଶ୍ମୀରରେ ମିଶନ ‘ହୃଦୟ ବିଜୟ’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ସେ…

6 years ago

ଭାରତରେ ‘ଆଫଗାନ୍‌ ଆକ୍ରମଣ’ ପାଇଁ ଷଡ଼ଯନ୍ତ୍ର ରଚିଛିି ଆଇଏସ୍‌ଆଇ: ଜୈଶ୍‌ ଓ ଲଶ୍କରକୁ କରିଛି ହାତ ବାରିଶି

ନୂଆଦିଲ୍ଲୀ, ୧୧।୮: ଭାରତରେ ସ୍ବାଧୀନତା ଦିବସ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଆଇଏସ୍‌ଆଇ ‘ଆଫଗାନ୍‌ ଆକ୍ରମଣ’…

6 years ago

ଅଗଷ୍ଟ ୧୩ରେ ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ କରିବେ ଆତ୍ମ ସମର୍ପଣ

ନୂଆଦିଲ୍ଲୀ/ଅଗରତଲା,୧୧।୮: ଅଗଷ୍ଟ ୧୩ରେ ତ୍ରିପୁରାର ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ ଆତ୍ମ ସମର୍ପଣ କରିବେ। ଏନେଇ କେନ୍ଦ୍ର ସରକାର ଏବଂ ଏନ୍‌ଏଲ୍‌ଏଫ୍‌ଟି ମଧ୍ୟରେ ଶାନ୍ତି ଆଲୋଚନା…

6 years ago

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ। କାର୍ଯ୍ୟକ୍ରମର…

6 years ago

ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ,…

6 years ago