ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ…
ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି,…
ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍.ଏନ୍. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି।…
ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର…
ନୂଆଦିଲ୍ଲୀ,୯।୮(ଆଇଏଏନ୍ଏସ୍):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ କଶ୍ମୀରୀଙ୍କ…
ନୂଆଦିଲ୍ଲୀ,୮।୮(ପି.ଟି./ଆଇଏଏନ୍ଏସ୍)- ଜମ୍ମୁ-କଶ୍ମୀରରେ ଖୁବ୍ଶୀଘ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଉପତ୍ୟକାବାସୀ ସେମାନଙ୍କ ମତାଧିକାର ସାବ୍ୟସ୍ତ କରି ନିଜ ନିଜ ପ୍ରତିନିଧି ବାଛିବାର ସୁଯୋଗ ପାଇବେ ବୋଲି ପ୍ରଧାନମନ୍ତ୍ରୀ…
ଇସଲାମାବାଦ,୮।୮: ଖବର ଆସିଥିଲା କି ଭାରତ ପାକିସ୍ତାନ ମଧ୍ୟରେ ଚାଲୁଥିବା ସମ୍ଝୋତା ଏକ୍ସପ୍ରେସ୍ ବା ଫ୍ରେଣ୍ଡସିପ୍ ଏକ୍ସପ୍ରେସକୁ ପାକିସ୍ତାନ ବନ୍ଦ କରି ଦେଇଛି। ହେଲେ ଭାରତ କହିଛି…
ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା…
ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ,…
ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା…