Home Middle

ଭାରତର ଜବରଦସ୍ତ ବିଜୟ: ଅହମ୍ମଦାବାଦ୍‌ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଚିତ୍‌ପଟାଙ୍ଗ

ଅହମ୍ମଦାବାଦ,୪।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇଟି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚକୁ ଭାରତ ଜିତିନେଇଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇ ଏହି ଟେଷ୍ଟକୁ ଟିମ…

12 months ago

ଭାରତର ଚେତାବନୀ ଶୁଣି ପାକିସ୍ତାନର ନିଦ ହଜିଲା: ଏବେ ମୁନିର କରିବେ କ’ଣ

ନୂଆଦିଲ୍ଲୀ,୪ା୧୦:ରାଜସ୍ଥାନର ଅନୁପଗଡ଼ସ୍ଥିତ ଆର୍ମି ପୋଷ୍ଟରେ ଭାରତୀୟ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ ଖୋଲା ଚେତାବନୀ ଦେଇଛନ୍ତି। ପଶ୍ଚିମରେ ଥିବା ପଡ଼ୋଶୀ ଆତଙ୍କବାଦର ମାଷ୍ଟରମାନଙ୍କୁ ପ୍ରୋତ୍ସାହନ ଦେବା…

12 months ago

ମାଡ଼ିଆସୁଛି ବାତ୍ୟା ‘ଶକ୍ତି’: ପ୍ରବଳ ପବନ ସାଙ୍ଗକୁ ଛେଚିବ ବର୍ଷା

ନୂଆଦିଲ୍ଲୀ/ପୁନେ,୪।୧୦: ମୌସୁମୀ ବିଦାୟ ନେବା ପରେ ମଧ୍ୟ ଅନେକ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଭାରତ ପାଣିପାଗ ବିଭାଗ (IMD) ଘୂର୍ଣ୍ଣିଝଡ଼ ଶକ୍ତି ପାଇଁ ଏକ…

12 months ago

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୦ (ବନ୍ଦନା ସେଠୀ):ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ…

12 months ago

ପୁଣି ଭାରତ-ପାକିସ୍ତାନ ଯୁଦ୍ଧ! ଯବାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ସେନା ମୁଖ୍ୟ

ନୂଆଦିଲ୍ଲୀ,୪ା୧୦:ରାଜସ୍ଥାନର ଅନୁପଗଡ଼ସ୍ଥିତ ଆର୍ମି ପୋଷ୍ଟରେ ଭାରତୀୟ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଶୁକ୍ରବାର କହିଛନ୍ତି, ପଶ୍ଚିମରେ ଥିବା ପଡ଼ୋଶୀ ଆତଙ୍କବାଦର ମାଷ୍ଟରମାନଙ୍କୁ ପ୍ରୋତ୍ସାହନ ଦେବା ନେଇ କୁଖ୍ୟାତ।…

12 months ago

ଭାରତ ବୁଲ୍‌ଡୋଜରରେ ନୁହେଁ, ଆଇନ ଦ୍ୱାରା ପରିଚାଳତ

ନୂଆଦିଲ୍ଲୀ,୩ା୧୦: ଭାରତର ମୁଖ୍ୟ ବିଚାରପତି (CJI) ବି.ଆର୍‌ ଗଭାଇ ଶୁକ୍ରବାର କହିଛନ୍ତି ଯେ, ଭାରତୀୟ ନ୍ୟାୟିକ ବ୍ୟବସ୍ଥା ବୁଲଡୋଜରର ଶାସନ ଦ୍ୱାରା ପରିଚାଳିତ ନୁହେଁ, ଆଇନର ଶାସନ…

12 months ago

ଶାନ୍ତି ଚୁକ୍ତି ଗ୍ରହଣ ପାଇଁ ହମାସକୁ ଟ୍ରମ୍ପଙ୍କ ଶେଷ ଚେତାବନୀ, କହିଲେ ଏଥର ରାଜି ନ ହେଲେ…

ଓ୍ବାଶିଂଟନ,୩ା୧୦: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହମାସକୁ ଶାନ୍ତି ପ୍ରସ୍ତାବ ଗ୍ରହଣ କରିବା ପାଇଁ ଏକ ସମୟସୀମା ଦେଇଛନ୍ତି। ଟ୍ରମ୍ପ କହିଛନ୍ତି, ହମାସ ରବିବାର (ଅକ୍ଟୋବର ୫)…

12 months ago

SI ପରୀକ୍ଷା ସ୍କାମ: ବିଜେଡିର ସାଂଘାତିକ ଖୁଲାସା, ମାଷ୍ଟରମାଇଣ୍ଡ ସହ ମୁଖ୍ୟମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୩।୧୦: SI ପ୍ରଶ୍ନପତ୍ର ଲିକ ଘଟଣାରେ ବିଜେଡି ଭାଜପା ସରକାରଙ୍କୁ କଡ଼ା ଟାର୍ଗେଟ କରିଛି। ପେପର୍‌ ଲିକ ଘଟଣାରେ କିଏ ସମ୍ପୃକ୍ତ ତାହା ଜାଣିବାକୁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ…

12 months ago

୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା! ଓଡ଼ିଶାରେ ପ୍ରବଳ ବର୍ଷା, ଆଲର୍ଟରେ ସରକାର

ଭୁବନେଶ୍ୱର,୩।୧: ଦ୍ରୁତ ଗତିରେ ଭାରତୀୟ ଉପକୂଳକୁ ମାଡି ଆସୁଛି ବାତ୍ୟା। ଖୁବଶୀଘ୍ର ଆରବ ସାଗରରେ ନୂଆ ବାତ୍ୟା ରୂପ ନେବାର ସୂଚନା ମିଳିଛି। ଗଲ୍ଫ୍ ଅଫ୍ କଚ୍ଛ…

12 months ago

କଟକ ଚୌଦ୍ବାର ଜେଲ୍‌ରୁ ୨ ହାର୍ଡକୋର କଏଦୀ ଚମ୍ପଟ୍‌, ଜେଲ୍‌ର ସେଲ୍‌ କାଟି ଫେରାର୍

କଟକ,୩।୧: କଟକ ଜିଲାର ଚୌଦ୍ବାର ଜେଲ୍‌ରୁ ଦୁଇ ହାର୍ଡକୋର କଏଦୀ ଫେରାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଦୁଇ କଏଦୀ ଜେଲ୍‌ର…

12 months ago