Home Middle

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି…

6 years ago

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ…

6 years ago

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର…

6 years ago

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ…

6 years ago

ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ

ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର ୧୯ରୁ…

6 years ago

ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ ଉକ୍ତ…

6 years ago

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ…

6 years ago

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର…

6 years ago

ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦେଇ ଏହି ସଂଖ୍ୟା ପୂର୍ବରୁ…

6 years ago

ନଦୀ ଜଳ ବିବାଦ ବିଚାର ପାଇଁ ବିଲ୍‌ ଲୋକ ସଭାରେ ଗୃହୀତ ଗୋଟିଏ ଟ୍ରିବ୍ୟୁନାଲରେ ସମାଧାନ

ନୂଆଦିଲ୍ଲୀ,୧ା୮ (ପି.ଟି./ଆଇଏଏନ୍‌ଏସ୍‌) ଆନ୍ତଃ ରାଜ୍ୟ ନଦୀଜଳ ବିବାଦର ବିଚାରକୁ ସରଳ ଓ ସୁସଙ୍ଗତ କରିବା ପାଇଁ ଉଦ୍ଦିଷ୍ଟ ଇଣ୍ଟର ଷ୍ଟେଟ୍‌ ରିଭର ଓ୍ବାଟର ଡିସ୍‌ପ୍ୟୁଟ୍‌ (ଆମେଣ୍ଡମେଣ୍ଟ) ବିଲ୍‌,…

6 years ago