Home Middle

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ସ୍ଥଗିତ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ), ୧୫ା୭(ପି.ଟି.): ଶେଷ ମୁହୂର୍ତ୍ତରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣକୁ ବାତିଲ କରିଦିଆଯାଇଛି। କେଉଁ କାରଣ ଲାଗି ଏହାକୁ ସ୍ଥଗିତ ରଖାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି…

6 years ago

୩ ରଥରେ ଭଙ୍ଗାଗଲା ୯ ଅଧର ହାଣ୍ଡି

ପୁରୀ ଅଫିସ, ୧୫ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ରବିବାର ସମ୍ପନ୍ନ ହୋଇଛି ଅଧରପଣା ନୀତି। ରଥାରୁଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ଛୁଟିଦିନ…

6 years ago

ଲର୍ଡସ ଲଢ଼େଇରେ ଇଂଲଣ୍ଡର ବାଜିମାତ୍‌

ଲଣ୍ଡନ,୧୫।୭(ପି.ଟି.) - କ୍ରିକେଟର ଜନକ କୁହାଯାଉଥିବା ଇଂଲଣ୍ଡ ଶେଷରେ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ…

6 years ago

ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ…

6 years ago

ବିଶ୍ୱକପ ଫାଇନାଲ: ଇଂଲଣ୍ଡର ବିଜୟ ଲକ୍ଷ୍ୟ ୨୪୨

ଲର୍ଡସ, ୧୪।୭: ଐତିହାସିକ ଲର୍ଡସରେ ରବିବାର ଅନୁଷ୍ଠିତ ବିଶ୍ୱକପ ଫାଇନାଲରେ ଆୟୋଜକ ଇଂଲଣ୍ଡ ସାମ୍ନାରେ ୨୪୨ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

6 years ago

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା ଅନୁମାନ…

6 years ago

ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ: ପାକିସ୍ତାନ କରୁଛି ଚୋରା ନିଶାଦ୍ରବ୍ୟ କାରବାର

ନୂଆଦିଲ୍ଲୀ,୧୪।୭: ଭାରତରେ ଥିବା ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ପାକିସ୍ତାନ ଏବେ ଚୋରା ନିଶାଦ୍ରବ୍ୟ କାରବାର କରୁଛି। ବିଗତ ଦିନରେ ସୀମାପାରରୁ ଆସୁଥିବା ବିପୁଳ ପରିମାଣର…

6 years ago

୫୨ ଦିନ ପରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ପାର୍ଶ୍ୱରେ ପହଞ୍ଚିବ ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।…

6 years ago

ଚନ୍ଦ୍ରାୟନ-୨: ବାହୁବଳୀ ରକେଟର ଉତ୍‌କ୍ଷେପଣ ଦେଖିବେ ଦର୍ଶକ

ଶ୍ରୀହରିକୋଟା,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।…

6 years ago

ପାଟକୁରା: ବୁଝାମଣାରୁ ଲଢ଼େଇ ଦୁର୍ବଳ; ଆସିବେନି ମୋଦି-ଶାହ, ଭାଜପାକୁ କେବଳ ରାଜ୍ୟ ନେତୃତ୍ୱ ଭରସା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟ ରାଜନୀତି ବର୍ତ୍ତମାନ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ରିତ। ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ଆସନ ପାଇଁ ଭୋଟ ହୋଇଥିବାବେଳେ କେବଳ ପାଟକୁରା ଆସନ…

6 years ago