Home Middle

ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର…

6 years ago

ରାଷ୍ଟ୍ରପତି ଶାସନ ଜାରି ହେଲେ ସୁପ୍ରିମକୋର୍ଟ ଯାଇପାରେ ଶିବସେନା !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଜାରି କରାଯିବ ବୋଲି ଆଲୋଚନା ହେଲାଣି। ମଙ୍ଗଳବାର ରାତି ସୁଦ୍ଧା ଯଦି କୌଣସି ଦଳ ସରକାର ଗଢିବାକୁ ଅସମର୍ଥ ହୁଅନ୍ତି…

6 years ago

ଏନ୍‌ଡ଼ିଏ ଫାଟର ପ୍ରଭାବ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡରେ ପହଞ୍ଚିଲା: ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କଲା

ରାଞ୍ଚି,୧୨।୧୧: ମହାରାଷ୍ଟ୍ରରେ ଏନ୍‌ଡ଼ିଏ ସହଯୋଗୀ ଶିବସେନା ଓ ଭାଜପା ମଧ୍ୟରେ ହୋଇଥିବା ଫାଟର ପ୍ରଭାବ ଏବେ ଝାଡ଼ଖଣ୍ଡରେ ପହଞ୍ଚିଛି। ଏଠାରେ ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା…

6 years ago

ଶିବସେନା ପାଇଁ ବୁମେରାଂ ସାଜିଲା ୫୦-୫୦ ଫର୍ମୂଲା

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଭାଜପା ସହିତ ମିଶି ସରକାର ଗଠନ ପାଇଁ ଶିବସେନା ପକ୍ଷରୁ ୫୦-୫୦ ଫର୍ମୂଲା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ଏହା ଶିବସେନା ଲାଗି ବୁମେରାଂ…

6 years ago

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ ରାଜ୍ୟପାଳ…

6 years ago

ଆଜି କାର୍ତ୍ତିକ ପୂର୍ଣ୍ଣିମା

ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା…

6 years ago

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ ଲଶ୍କର ଆତଙ୍କବାଦୀ ମୃତ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍‌ ଅଞ୍ଚଳରେ…

6 years ago

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ଅନୁଚ୍ଛେଦ…

6 years ago

ଏନ୍‌ସିପିକୁ ଡାକିଲେ ରାଜ୍ୟପାଳ

ନୂଆଦିଲ୍ଲୀ/ମୁମ୍ବାଇ,୧୨ା୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ସୋମବାର ବି ଅନିଶ୍ଚିତତା ଜାରି ରହିଛି। ଧାର୍ଯ୍ୟ ସମୟ ସୁଦ୍ଧା ଶିବସେନା ସମର୍ଥନ ପତ୍ର ଦେଖାଇ ନ ପାରିବାରୁ ରାଜ୍ୟପାଳ…

6 years ago

ବିଏସ୍‌ଏନ୍‌ଏଲ୍‌ ଭିଆର୍‌ଏସ୍‌ ଲାଗି ୭୦ ହଜାର ଆବେଦନ

ନୂଆଦିଲ୍ଲୀ,୧୨-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀଙ୍କ ଲାଗି ନିକଟରେ ଆସିଥିବା ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌)ର ଲାଭ ନେବାକୁ ବର୍ତ୍ତମାନ ସୁଦ୍ଧା ପ୍ରାୟ ୭୦ ହଜାର କର୍ମଚାରୀ…

6 years ago