Home Middle

ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା: ଉଦ୍ଧାର କାର୍ଯ୍ୟ ଜାରି

ହାଇଦ୍ରାବାଦ୍‌,୧୧।୧୧: ହାଇଦ୍ରାବାଦ୍‌ରେ ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସ୍ଥାନୀୟ କାଚିଗୁଡ଼ା ରେଳ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି।…

6 years ago

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ପାଇଁ ଷଡଯନ୍ତ୍ର କରୁଛି ଭାଜପା: ଶିବସେନା

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା। କୌଣସି ଦଳ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ବେଳେ କିଛି ଦଳ ମେଣ୍ଟରେ ହିଁ ସରକାର…

6 years ago

ଅପରେଶନ୍‌ ଅଲ୍‌ଆଉଟ୍‌: ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ମୃତ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ସୋମବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କୁ ଏହି…

6 years ago

ଭାରତୀୟଙ୍କ ଦାବିଦାରହୀନ ଜମା; ସ୍ବିସ୍‌ ସରକାରଙ୍କୁ ହସ୍ତାନ୍ତର ହୋଇପାରେ

ନୂଆଦିଲ୍ଲୀ,୧୧-୧୧: ସ୍ବିଜରଲ୍ୟାଣ୍ଡର ବିଭିନ୍ନ ବ୍ୟାଙ୍କରେ ରହିଥିବା ଭାରତୀୟଙ୍କ ସମେତ ଅନ୍ୟ ଦେଶର ଲୋକଙ୍କ ଦାବିଦାରହୀନ ଜମା ସେଠାକାର ସରକାରଙ୍କ ହସ୍ତାନ୍ତର ହୋଇପାରେ। ଏଭଳି ଭାବେ ଭାରତ ସହ…

6 years ago

ସରକାର ଗଢ଼ିବାକୁ ମନାକଲା ଭାଜପା

ମୁମ୍ବାଇ,୧୧ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବାକୁ ଭାଜପା ରବିବାର ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଦ୍ୱିତୀୟ ବୃହତ୍‌ ଦଳ ଶିବସେନାକୁ ଆମନ୍ତ୍ରଣ କରିଛନ୍ତି। ଏହି…

6 years ago

ପଶ୍ଚିମବଙ୍ଗରେ ୧୦ ମୃତ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ମମତାଙ୍କୁ ମୋଦିଙ୍କ ପ୍ରତିଶ୍ରୁତି

କୋଲକାତା,୧୧ା୧୧(ପି.ଟି.): ସାମୁଦ୍ରିକ ବାତ୍ୟା ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗ ଉପକୂଳ ଜିଲାଗୁଡ଼ିକରେ ବ୍ୟାପକ କ୍ଷତି ଘଟାଇବା ପରେ ବାଂଲାଦେଶରେ ପ୍ରବେଶ କରିଛି। ଏଥିରେ ପଶ୍ଚିମବଙ୍ଗରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି।…

6 years ago

ମହାରାଷ୍ଟ୍ରରେ ବଢ଼ିଲା ରାଜନୈତିକ ଉଷ୍ଣତା: ଶିବସେନା ଧରିବ ହାତ-ଘଣ୍ଟା !

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ଭାଜପା ପକ୍ଷରୁ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ତେବେ ଦଳ ପାଖରେ କୁହୁକ ସଂଖ୍ୟା…

6 years ago

କର୍ନାଟକ ବିଧାନସଭା ଉପନିର୍ବାଚନ: ୫ ଡିସେମ୍ବରରେ ଭୋଟ ଗ୍ରହଣ; ନଭେମ୍ବର ୧୧ରୁ ଆଚରଣ ବିଧି ଲାଗୁ

ବେଙ୍ଗାଲୁରୁ,୧୦।୧୧: କର୍ନାଟକ ବିଧାନସଭା ଉପନିର୍ବାଚନ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଭୋଟ ଗ୍ରହଣ କରାଯିବ। ଫଳାଫଳ ଡିସେମ୍ବର…

6 years ago

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା…

6 years ago

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି।…

6 years ago