ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ…
ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ…
ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ ପକ୍ଷରୁ…
ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲାଣି। ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର।…
ଜାତିସଂଘ,୧୫ । ୪: ମହାମାରୀ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ ଗ୍ରାସ କରିଛି। ଏହାର ମୁକାବିଲା ପାଇଁ ଅଧିକାଂଶ ଦେଶରେ ଲକ୍ଡାଉନ୍ ଓ ଶଟଡାଉନ୍ ଘୋଷଣା କରାଯାଇଥିବାବେଳେ…
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସୋମବାର ଯାଜପୁରର ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିବା ବେଳେ ମଙ୍ଗଳବାର ଆଉ ୪ଜଣଙ୍କୁ ମଧ୍ୟ…
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍ଡାଉନ୍ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି ବ୍ରିଟିଶ୍…
ଓ୍ବାଶିଂଟନ,୧୪।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ଆତଙ୍କ ଦେଖାଦେଇଛି। ଗତ ୯୦ ଦିନ ଧରି କରୋନା ପୃଥିବୀର ଶୀତପ୍ରଧାନ ଦେଶଗୁଡ଼ିକରେ ମୃତ୍ୟୁର ତାଣ୍ଡବ ରଚିଥିଲା। ଏବେ ଗତ…
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି…
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…