Home Middle

ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍‌ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍‌ ?

ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ…

6 years ago

୨୨ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ଦୋଷୀ: ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନ ମଙ୍ଗଳବାର ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟର ୫…

6 years ago

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା…

6 years ago

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ…

6 years ago

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ…

6 years ago

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା…

6 years ago

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ…

6 years ago

କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍‌ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ…

6 years ago

ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ…

6 years ago

ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ…

6 years ago