Home Middle

୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍‌ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା…

7 years ago

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର…

7 years ago

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା…

7 years ago

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍‌…

7 years ago

ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍‌ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍‌କୁ ଅଟକାଇ ଆତଙ୍କବାଦୀ…

7 years ago

ବାଲାକୋଟରେ ତାଲିମ ନେଉଛନ୍ତି ୫୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ବାଲାକୋଟର ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଭାରତୀୟ ବାୟୁସେନା ଧ୍ୱଂସ କରିବାର ୮ ମାସ ପରେ ଉକ୍ତ ଶିବିର…

7 years ago

ସୋସିଆଲ ମିଡିଆରେ ଆଧାର ସଂଯୋଗ: ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୦: ସୋସିଆଲ ମିଡିଆ ସହ ଆଧାର ସଂଯୋଗକୁ ବାଧ୍ୟତାମୂଳକ କରିବା ଲାଗି ହୋଇଥିବା ଏକ ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସବୁ…

7 years ago

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌. ମୋଦି…

7 years ago

ପ୍ରାର୍ଥିପତ୍ର ଦାଖଲ କଲେ ଗାଙ୍ଗୁଲି

ମୁମ୍ବାଇ, ୧୫ା୧୦ (ପି.ଟି.)- ଅକ୍ଟୋବର ୨୩ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏଥିରେ ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି…

7 years ago

ଅର୍ଥନୀତିରେ ନୋବେଲ

ଷ୍ଟକହୋମ,୧୪।୧୦: ଅର୍ଥନୀତି କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୧୯ର ନୋବେଲ ବିଜେତାଙ୍କନାମ ଘୋଷଣା କରାଯାଇଛି। ଏହି ୩ ଜଣ ନୋବେଲ ବିଜେତାଙ୍କ ମଧ୍ୟରେ ଜଣେ ଭାରତୀୟ ମୂଳ…

7 years ago