Home Middle

ନିର୍ବାଚନ ଫଳାଫଳ ଘୋଷଣାକୁ ପୂରିଲା ମାସେ: ଭାଜପା ୨୦୨୪ ପାଇଁ କରୁଛି ଯୋଜନା; କଂଗ୍ରେସ ଅଧ୍ୟକ୍ଷ ପଦ ଏବଂ ମନ୍ଥନରେ ବ୍ୟସ୍ତ

ନୂଆଦିଲ୍ଲୀ, ୨୩।୬: ଲୋକ ସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଭାଜପା ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହୋଇଛି। ମେ ୨୩ରେ ଫଳାଫଳ ପ୍ରକାଶ ପାଇଥିଲା।…

7 years ago

‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନାର ସଫଳତା: ୪ ବର୍ଷରେ ଲିଙ୍ଗ ଅନୁପାତ ହଜାରେ ପିଛା ୯୨୩ରୁ ୯୩୧କୁ ବୃଦ୍ଧି

ନୂଆଦିଲ୍ଲୀ,୨୩।୬: ଗତ ୪ ବର୍ଷ ମଧ୍ୟରେ ଦେଶରେ ଲିଙ୍ଗ ଅନୁପାତ ହଜାରେ ପୁରୁଷଙ୍କ ପିଛା ୯୨୩ରୁ ୯୩୧କୁ ବୃଦ୍ଧି ପାଇଛି। ୨୦୧୫ଠାରୁ ୨୦୧୯ ମଧ୍ୟରେ ଲିଙ୍ଗ ଅନୁପାତରେ…

7 years ago

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ…

7 years ago

ଆମେରିକା ରିପୋର୍ଟକୁ ଭାରତର ଖଣ୍ଡନ: ଦେଶ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍‌ କୁମାର ଦେଶ ସବୁବେଳେ ଧର୍ମନିରପେକ୍ଷତା…

7 years ago

୩୫ ବର୍ଷ ତଳର କଳା ରବିବାର: ମଝି ଆକାଶରେ ବିମାନ ବିସ୍ଫୋରଣରେ ୩୨୯ ଲୋକଙ୍କ ଘଟିଥିଲା ମୃତ୍ୟୁ

ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍‌ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭ ଯାତ୍ରୀ…

7 years ago

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍‌ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ…

7 years ago

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ

ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ…

7 years ago

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି…

7 years ago

ପିଲାଟସ୍‌ ବିମାନ କିଣାରେ ୩୩୯ କୋଟି ଦୁର୍ନୀତି: ପ୍ରତିରକ୍ଷା ଅଧିକାରୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୩ା୬: ପ୍ରତିରକ୍ଷା ମନ୍ତ୍ରଣାଳୟ ୨୦୦୯ରେ ୭୫ଟି ପିଲାଟସ୍‌ ପ୍ରଶିକ୍ଷଣ ବିମାନ କିଣିଥିଲା, ଯେଉଁଥିରେ ଦୁର୍ନୀତି ଅଭିଯୋଗ ହୋଇଛି। ଏହି ଘଟଣାରେ ସିବିଆଇ ଭାରତୀୟ ବାୟୁସେନା ଏବଂ ପ୍ରତିରକ୍ଷା…

7 years ago

ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ଚିନ୍ତା; ଅର୍ଥନୀତିଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମାନସ ମନ୍ଥନ

ନୂଆଦିଲ୍ଲୀ,୨୩-୬: ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ପ୍ରମୁଖ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହିତ ଦେଶର ଆର୍ଥିକ ପରିସ୍ଥିତି ଉପରେ ମାନସ ମନ୍ଥନ କରିଥିଲେ।…

7 years ago