Home Middle

ବାହାରିନ୍‌ର ୨ ଶହ ବର୍ଷ ପୁରାତନ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କଲେ ମୋଦି

ମାନାମା,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାରିନ୍‌ ଗସ୍ତରେ ଯାଇଛନ୍ତି। ସେ ରବିବାର ରାଜଧାନୀ ମାନାମାଠାରେ ଥିବା ୨ଶହ ବର୍ଷ ପୁରାତନ ଶ୍ରୀନାଥଜୀ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ…

7 years ago

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି: ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଲେ ମୋଦି

ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ହେଉଥିବା ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ…

7 years ago

ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଆସିଲା ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଛି। ଶେଷ ଦର୍ଶନ ପାଇଁ ରବିବାର ସକାଳେ ତାଙ୍କ ପାର୍ଥିବ ଶରୀରକୁ…

7 years ago

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ…

7 years ago

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା।…

7 years ago

୨୦୨୧ ପୂର୍ବରୁ କଶ୍ମୀରରେ ନିର୍ବାଚନ ସମ୍ଭବ ନୁହେଁ

ଜମ୍ମୁ/ଶ୍ରୀନଗର,୨୫ା୮ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ୨୦୨୧ ପୂର୍ବରୁ ବିଧାନସଭା ନିର୍ବାଚନ ହେବା ସମ୍ଭବ ନୁହେଁ ବୋଲି ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡିଛି। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର…

7 years ago

ଜିଏସ୍‌ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍‌ଲୀ

ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ…

7 years ago

ଦ୍ୱିତୀୟ ଟେଷ୍ଟ: ଲଥାମଙ୍କ ଶତକ

କଲମ୍ବୋ, ୨୫।୮- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ତାରକା ଓପନର ଟମ୍‌ ଲଥାମଙ୍କ ଅପରାଜିତ ଶତକ ସହାୟତାରେ…

7 years ago

ଦେଢ ବର୍ଷ ମଧ୍ୟରେ ଭାଜପାର ୭ ବରିଷ୍ଠ ନେତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ୨୦୧୮ ଅଗଷ୍ଟ ୧୪ରୁ ୨୦୧୯ ଅଗଷ୍ଟ ୨୪ ମଧ୍ୟରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ, ଗୋଆର…

7 years ago

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର ଅନ୍ତିମ…

7 years ago