ନୂଆଦିଲ୍ଲୀ,୧୭।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶର ୨୨ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ବଢ଼ିଚାଲିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ପ୍ରଶାସନ ପକ୍ଷରୁ ଉଦ୍ୟମ ହେଉଥିଲେ ମଧ୍ୟ…
ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ…
ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ କରାଯାଇଛି।…
କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି।…
ନୂଆଦିଲ୍ଲୀ/କୋଲକାତା, ୧୭ା୧୨(ପି.ଟି.): ଦେଶରେ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧୀ ଆନ୍ଦୋଳନ ଥମିବାର ନାଁ ନେଉନି। ଉତ୍ତରପୂର୍ବାଞ୍ଚଳ ପରେ ଏହି…
ନୂଆଦିଲ୍ଲୀ,୧୬।୧୨: ଉନ୍ନାଓ ବଳାତ୍କାର ମାମଲାରେ ଦିଲ୍ଲୀର ତିସ୍ ହଜାରୀ କୋର୍ଟ ସୋମବାର ମୁଖ୍ୟ ଅଭିଯୁକ୍ତ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବହିସ୍କୃତ ବିଧାୟକ କୁଲଦୀପ ସିଂ ସେନ୍ଗାରଙ୍କୁ…
କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍ କଭର ମଧ୍ୟରେ ଏହି ରିପୋର୍ଟ…
ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶରେ ହିଂସା ଦେଖାଦେଇଛି। ଲୋକତନ୍ତ୍ରରେ ଏଭଳି ହିଂସା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଟୁଇଟ୍ କରି କହିଛନ୍ତି।…
ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ହିଂସାକାଣ୍ଡ ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ଏଭଳି ହିଂସକ ପ୍ରଦର୍ଶନ ଉଚିତ୍ ନୁହେଁ ବୋଲି ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି…
ଲକ୍ଷ୍ନୌ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସା ଏବେ ଦେଶର ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ଏନେଇ ବ୍ୟାପକ ପୋଡ଼ାଜଳା…