Home Middle

୧୧ ରାଜ୍ୟରେ ନିଯୁକ୍ତ ହେବେ ନୂଆ ରାଜ୍ୟପାଳ: ଦୌଡ଼ରେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୧୧।୬: ଦେଶର ୧୧ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଛି। ଏହାଦ୍ୱାରା ନିର୍ବାଚନ ଲଢ଼ିବାକୁ ସୁଯୋଗ ଦିଆଯାଇ ନ ଥିବା…

7 years ago

ଅସହ୍ୟ ତାତି: ୪୯ ବର୍ଷରେ ନେଇଛି ୧୬ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ, ୧୧।୬: ଦେଶର ୧୫ରୁ ଅଧିକ ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ପ୍ରବଳ ଗରମରେ ୭୨ କୋଟିରୁ ଅଧିକ ଲୋକେ ବ୍ୟତିବ୍ୟସ୍ତ ହେଉଛନ୍ତି। ଏସବୁ ଅଞ୍ଚଳରେ…

7 years ago

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ…

7 years ago

ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର

ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ ଅଧିକାରୀଙ୍କ…

7 years ago

କଲବଲ କରୁଛି ଗରମ, ଗୁଳୁଗୁଳି

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ମୌସୁମୀ କେରଳ ଛୁଇଁ ସାରିଛି। ଓଡ଼ିଶାକୁ କେବେ ସୁଦ୍ଧା ମୌସୁମୀ ଆସିବ ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ରାଜ୍ୟରେ ଲେଉଟିଥିବା ପ୍ରଚଣ୍ଡ…

7 years ago

କଠୁଆ ଗଣ ବଳାତ୍କାର ମାମଲାରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇଛି। ଅଦାଲତ ବଳାତ୍କାର ଓ ହତ୍ୟା ଅଭିଯୋଗରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିବା ବେଳେ…

7 years ago

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଜାରି ହେଲେ ଲାଭ ସହିତ କ୍ଷତି ବି ସହିବ ଭାଜପା !

ନୂଆଦିଲ୍ଲୀ,୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକୁ ନେଇ କେନ୍ଦ୍ର ସରକାର ଏଠାରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚିନ୍ତା କରୁଥିବା କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ରାଜ୍ୟରେ…

7 years ago

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…

7 years ago

ବାଲାକୋଟ ଷ୍ଟ୍ରାଇକ୍‌ ଏବଂ ଏଫ୍‌ଏଟିଏଫ୍‌ ଭୟ: ପିଓକେରେ ୧୧ ଆତଙ୍କବାଦୀ ଶିବିର ବନ୍ଦ

ଇସଲାମାବାଦ୍‌,୧୦।୬: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ଏବଂ ଫାଇନାନ୍ସିଆଲ ଆକ୍ସନ୍‌ ଟ୍ୟାକ୍ସ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ଭୟ ପାକିସ୍ତାନକୁ ଘାରିଛି। ତେଣୁ ଗତ କିଛିମାସ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଲିଥିବା…

7 years ago

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ ସ୍ପଟ୍‌)…

7 years ago