Home Middle

ସୁନ୍ଦରବାନି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୩।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଶନିବାର ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରି ଜିଲାର ସୁନ୍ଦରବାନି ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ…

7 years ago

୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ…

7 years ago

୧୯୯୧ର ରାଜନୈତିକ ଡ୍ରାମା ମନେ ପକାଇଦେଲା ଶରଦ ପାଓ୍ବାରଙ୍କ ଏନ୍‌ସିପି…

ମୁମ୍ବାଇ,୨୩।୧୧: ସମ୍ପ୍ରତି ମହାରାଷ୍ଟ୍ରରେ ହୋଇଥିବା ରାଜନୈତିକ ସ୍ଥିତି ୧୯୯୧ରେ କେନ୍ଦ୍ରରେ ଅବସ୍ଥା ସହିତ ମେଳ ଖାଉଛି। ସେତେବେଳେ ପ୍ରଧାନମନ୍ତ୍ରୀ ଡୋର ଧରିବା ନେଇ ହୋଇଥିବା ଡ୍ରାମାରେ ଶରଦ…

7 years ago

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର…

7 years ago

ଜିରୋରେ ପାଭିଲିୟନ୍‌ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ…

7 years ago

ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍‌ ପାଓ୍ବାର ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ…

7 years ago

ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ ଜାରି: ପାର୍ଲାମେଣ୍ଟ ପରିସରରେ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ବିରୋଧ ଜାରି ରହିଛି। ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର…

7 years ago

୩୫୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୨୩ା୧୧: ଶ୍ରୀନଗର-ଲେହ ଜାତୀୟ ରାଜପଥ ସଂଲଗ୍ନ ୧୧,୫୭୮ ଫୁଟ୍‌ ଉଚ୍ଚରେ ଅବସ୍ଥିତ ଜୋଜିଲା ଗିରିପଥରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୩୫୦ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ…

7 years ago

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ…

7 years ago

ସରିଲା ଶିବସେନା, ଏନ୍‌ସିପି, କଂଗ୍ରେସର ବୈଠକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଶିବସେନା ସହ ମେଣ୍ଟ କରୁଥିବା ଏନ୍‌ସିପି ଓ କଂଗ୍ରେସକୁ ନେଇ ଶୁକ୍ରବାର ଏକ ବୈଠକର ଆୟୋଜନ…

7 years ago