ଓ୍ବାଶିଂଟନ,୨୮।୧୦: ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍ରେ ଉଡ଼ାଇଛନ୍ତି। ଏନେଇ ଆମେରିକା…
ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର ସକାଳେ…
ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍ରେଙ୍କ ହାତରେ କ୍ଷମତା ରିମୋର୍ଟ…
ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍ ୟୁନିଟ୍ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ ଅଧିକ…
ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ ସହିତ…
ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ…
ଡେରାଡୁନ୍,୨୭।୧୦: ଭାରତୀୟ ବାୟୁସେନା ଏକ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟରକୁ ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇ ନିଜର ପରାକ୍ରମ ଦେଖାଇଛି। ୟୁଟି ଏୟାର ପ୍ରାଇଭେଟ୍…
ଚଣ୍ଡିଗଡ଼,୨୭।୧୦: ହରିୟାଣା ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରଛନ୍ତି ଭାଜପା ନେତା ମନୋହର ଲାଲ ଖଟ୍ଟର। ରବିବାର ରାଜଭବନରେ ରାଜ୍ୟପାଳ ତାଙ୍କୁ…
ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍…
ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି…