Home Middle

ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ

ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା…

7 years ago

ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ୨୮୫ଟି…

7 years ago

ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ)…

7 years ago

ପିଓକେରେ ଭାରତୀୟ ସେନାର ମିନି ସର୍ଜିକାଲ ଷ୍ଟ୍ରାଇକ୍‌: ଧ୍ୱଂସ ହେଲା ଆତଙ୍କବାଦୀ ଶିବିର

ଶ୍ରୀନଗର,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ରବିବାର ଭାରତୀୟ ସେନା ପକ୍ଷରୁ ମିନି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରାଯାଇଛି। ଜମ୍ମୁ-କଶ୍ମୀର କୁପଓ୍ବାରାର ତଙ୍ଗଧାର୍‌ ପାକିସ୍ତାନ ଆର୍ମି ଦ୍ୱାରା ଅନୁପ୍ରବେଶ ଉଦ୍ୟମ…

7 years ago

ଟାର୍ଗେଟରେ ଦିଲ୍ଲୀ: ଦୀପାବଳିରେ ୪ଶହ ସ୍ଥାନରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୨୦।୧୦: ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ରାଜଧାନୀ ଦିଲ୍ଲୀରେ ଏକ ବଡ ଆକ୍ରମଣ ଯୋଜନା କରୁଥିବା ସୂଚନା ଦେଇଛି ଗୁଇନ୍ଦା ସଂସ୍ଥା। ଏହି ଆତଙ୍କବାଦୀ ସଙ୍ଗଠନ ଦିଲ୍ଲୀର ପାଖାପାଖି…

7 years ago

ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ…

7 years ago

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ୨ ଯବାନ ଶହୀଦ୍‌

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ରବିିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ୨ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିବାବେଳେ ଜଣେ ସ୍ଥାନୀୟ ଲୋକଙ୍କ ମୃତ୍ୟୁ…

7 years ago

ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍‌ ପ୍ରଚାର ଶେଷ ହୋଇଛି।…

7 years ago

ମହାରାଷ୍ଟ୍ର, ହରିୟାଣାରେ ଭାଜପାର ବିଜୟ ନେଇ ଜନମତ ସର୍ଭେ: ପ୍ରଚାରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୦ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ସୋମବାର ଭୋଟଗ୍ରହଣ ହେବାକୁ ଯାଉଥିଲାବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର…

7 years ago

ସୁପ୍ରିମ୍‌କୋର୍ଟ ବିଚାରପତିଙ୍କୁ ଶ୍ରୀମନ୍ଦିରରେ ଦୁର୍ବ୍ୟବହାର

ପୁରୀ ଅଫିସ, ୨୦ା୧୦: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ ପାଇଁ ସେବାୟତ, କର୍ମଚାରୀ, ଜେଟିପି(ଜଗନ୍ନାଥ ଟେମ୍ପୁଲ ପୋଲିସ)ଙ୍କୁ ବାରମ୍ବାର ଶୃଙ୍ଖଳାର ଜ୍ଞାନ ପଢ଼ାଉଛି ପ୍ରଶାସନ।…

7 years ago