Home Middle

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ ରହିବ…

7 years ago

ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟକହୋମ୍‌,୯।୧୦: ରସାୟନ ବିଜ୍ଞାନରେ ଚଳିତ ବର୍ଷର ନୋବେଲ ବିଜେତାଙ୍କ ନାମ ବୁଧବାର ଘୋଷଣା କରାଯାଇଛି। ନୋବେଲ ବିଜେତା ଏହି ୩ ବୈଜ୍ଞାନିକ ହେଲେ ଜନ୍‌ ବି. ଗୁଡଏନଫ,…

7 years ago

୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…

7 years ago

୧୧ ଅକ୍ଟୋବରରେ ଭାରତ ଆସିବେ ଚାଇନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ୧୧ ଓ ୧୨ ତାରିଖରେ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଚେନ୍ନାଇଠାରେ ଏହି ସମୟରେ ଜିନପିଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

7 years ago

ସରିଲା ଦୁର୍ଗାପୂଜା: ଅପେକ୍ଷା ଆରବର୍ଷକୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ସରିଛି ଶାରଦୀୟ ଦୁର୍ଗାପୂଜା। ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ବର୍ଷେ ପର୍ଯ୍ୟନ୍ତ ମା’ଙ୍କୁ ଅପେକ୍ଷା କରିବାର ସମୟ ଆସିଛି। ବୁଧବାର ବିଭିନ୍ନ…

7 years ago

ଭାରତର ହେଲା ରାଫେଲ: ପହଞ୍ଚିବାକୁ ଲାଗିବ ୮ ମାସ, ଉଡିବାକୁ ୧୮ ମାସ

ନୂଆଦିଲ୍ଲୀ,୯।୧୦: ଦୀର୍ଘ ଦିନର ଅପେକ୍ଷା ପରେ ଏବେ ଭାରତର ହୋଇଛି ଯୁଦ୍ଧ ବିମାନ ରାଫେଲ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଫ୍ରାନ୍ସରେ ପ୍ରଥମ ରାଫେଲ ବିମାନକୁ ଗ୍ରହଣ…

7 years ago

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ:ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୯।୧୦: ବୁଧବାର ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ…

7 years ago

ବିଜୟାଦଶମୀରେ ଭାରତକୁ ମିଳିଲା ପ୍ରଥମ ରାଫାଲ ବିମାନ, ‘ଓଁ’ ଲେଖି ପୂଜାର୍ଚ୍ଚନା କଲେ ରାଜନାଥ

ନୂଆଦିଲ୍ଲୀ,୮।୧୦: ବିଜୟାଦଶମୀ ଉପଲକ୍ଷେ ଭାରତକୁ ପ୍ରଥମ ଆର୍‌ବି-୦୦୧ ରାଫାଲ ବିମାନ ମିଳିଛି। ଚୁକ୍ତିନାମା ସ୍ବାକ୍ଷର ହେବାର ତିନି ବର୍ଷ ପରେ ବୁଧବାର ଭାରତକୁ ଫ୍ରାନ୍ସ ଯୁଦ୍ଧ ବିମାନ…

7 years ago

ପଦାର୍ଥ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟକ୍‌ହୋମ୍‌,୮।୧୦: ଚଳିତ ବର୍ଷ ପାଇଁ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବାକୁ ସୁଇଡିସ୍‌…

7 years ago

କଟେକଲ୍ୟାଣରେ ଡିଆର୍‌ଜି ଯବାନ-ମାଓବାଦୀ ମୁହାଁମୁହିଁ

ରାୟପୁର,୮।୧୦: ଛତିଶଗଡ଼ କଟେକଲ୍ୟାଣରେ ଡିଆର୍‌ଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏହି…

7 years ago