Home Middle

ଜିଏସ୍‌ଟି ଯୋଗୁ ୫ ଲକ୍ଷ କୋଟିରୁ ଅଧିକ ରାଜକୋଷରେ ଜମା ହୋଇଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୭: ଜିଏସ୍‌ଟି ଯୋଗୁ କେନ୍ଦ୍ରୀୟ ରାଜକୋଷରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଲୋକ ସଭାରେ ସୂଚନା…

7 years ago

ମୋଦିଙ୍କ ପ୍ରଥମ କାର୍ଯ୍ୟକାଳରେ ନିହତ ହୋଇଛନ୍ତି ୯୬୩ ଆତଙ୍କବାଦୀ: ଶାହ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳ ସମୟରେ ୯୬୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୪୧୩ ଯବାନ ଶହୀଦ୍‌ ହୋଇଛନ୍ତି। ଏନେଇ…

7 years ago

୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍‌ ଖୋଲିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୭: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍‌କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି। ଏଣିକି…

7 years ago

୮୨ କୋଟି ଲୋକ ଭୋକିଲା

ଜାତିସଂଘ,୧୬ା୭(ପି.ଟି.): ବିଶ୍ୱରେ ୮୨କୋଟିରୁ ଊର୍ଦ୍ଧ୍ୱ ଲୋକ କ୍ଷୁଧା, ଖାଦ୍ୟାଭାବ ଏବଂ ଅପପୁଷ୍ଟିର ଶିକାର ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ଖାଦ୍ୟ ଅଭାବ ବୃଦ୍ଧି ପାଇବାରେ…

7 years ago

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦…

7 years ago

ଏନ୍‌ଆଇଏକୁ ମିଳିବ ଅଧିକ କ୍ଷମତା

ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍‌ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍‌ଆଇଏ ସଂଶୋଧନ ବିଲ୍‌ ଆଇନରେ…

7 years ago

ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍‌, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି…

7 years ago

ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି…

7 years ago

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା…

7 years ago

ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଦଳ ଚୟନ ୧୯ରେ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)-ଆସନ୍ତାମାସରେ ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଭାରତୀୟ କ୍ରିକେଟ ଦଳ ଚୟନ ଚଳିତ ମସ ୧୯ ତାରିଖରେ ହେବ। ଅଗଷ୍ଟ ୩ରୁ ଆୟୋଜକ ଦେଶ ବିପକ୍ଷ…

7 years ago